www.samajalive.in
Saturday, December 6, 2025
14.1 C
Bhubaneswar

ମେଟ୍ରୋ ପାଇଁ ଜନପଥରେ ସର୍ଭେ

ଭୁବନେଶ୍ଵର: ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ସର୍ଭେ ଆରମ୍ଭ ହୋଇଛି। ବାଣୀ ବିହାରରୁ ଶିଶୁଭବନ ଛକ ତଥା ଜନପଥରେ ସର୍ଭେ ଜାରି ରହିଛି। ଭୁବନେଶ୍ଵର ମେଟ୍ରୋ ରେଳ କର୍ପୋରେସନ ଲିମିଟେଡ୍ ଦ୍ଵାରା  ଜନପଥରେ ପ୍ରସ୍ତାବିତ ୪ ଷ୍ଟେସନକୁ ନେଇ ସର୍ଭେ କରାଯାଇଛି। ବିଡିଏ , ବିଏମସି, ଓ ଟିପିସିଓଡିଏଲ୍ ସଂସ୍ଥା ଏହି ସର୍ଭେରେ ସାମିଲ ହୋଇଛନ୍ତି। ଖରାକୁ ନଜରରେ ରଖି ସର୍ଭେ କାମ ସକାଳ ୭ଟାରୁ ଆରମ୍ଭ କରି ୧୦ଟା ଭିତରେ ସାରିବାକୁ ଯୋଜନା ରହିଛି । ମେଟ୍ରୋ ପ୍ରକଳ୍ପ ପାଇଁ ଜନପଥରେ ଥିବା ସମସ୍ତ ବିଦ୍ୟୁତ୍ ଖୁଣ୍ଟ, ପାଣି ପାଇପ୍, ଟେଲିଫୋନ୍ ଲାଇନ୍, ଗ୍ୟାସ୍ ପାଇପ୍ ଲାଇନ୍ ହଟାଯିବା ନେଇ ସୂଚନା ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories