ସୂର୍ଯ୍ୟ ଓ ମଙ୍ଗଳ ଏକାଠି ଯୋଗୁଁ ହେବ ଶକ୍ତିଶାଳୀ ଷଡାଷ୍ଟକ ଯୋଗ ; ଏହି ରାଶି ହେବେ ମାଲାମାଲ୍‌, ଦୂର ହେବ ସବୁ ଚିନ୍ତା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହଙ୍କ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଚଳନ ଦ୍ୱାରା ଶୁଭ ଓ ଖାସ୍‌ ଯୋଗ ସୃଷ୍ଟି ହୋଇଥାଏ । ଏହାସହ କିଛି ଗ୍ରହ ପରସ୍ପର ସହ ଏକାଠି ହେବା ଦ୍ୱାରା ସୃଷ୍ଟି ହେଉଥିବା ଯୋଗର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଥାଏ । ଜ୍ୟୋତିଷ ଗଣନା ଅନୁସାରେ ୭ ଫେବୃଆରୀରେ ସୂର୍ଯ୍ୟ ଓ ମଙ୍ଗଳ ଏକାଠି ହେବା ଦ୍ୱାରା ଷଡାଷ୍ଟକ ଯୋଗ ସୃଷ୍ଟି ହେବାକୁ ଯାଉଛି । ଏହି … Continue reading ସୂର୍ଯ୍ୟ ଓ ମଙ୍ଗଳ ଏକାଠି ଯୋଗୁଁ ହେବ ଶକ୍ତିଶାଳୀ ଷଡାଷ୍ଟକ ଯୋଗ ; ଏହି ରାଶି ହେବେ ମାଲାମାଲ୍‌, ଦୂର ହେବ ସବୁ ଚିନ୍ତା..