www.samajalive.in
Friday, December 5, 2025
20.1 C
Bhubaneswar

ଏହି ୫ ରାଶି ପାଇଁ ବଡ ଖୁସି ନେଇ ଆସୁଛି ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ; ମିଳିବ ଧନ ସହ ଚାକିରି..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ପ୍ରତ୍ୟେକ ମାସରେ ଗ୍ରହଙ୍କ ରାଜା ସୂର୍ଯ୍ୟ ରାଶି ପରିବର୍ତ୍ତନ କରି ଥାନ୍ତି । ଚଳିତ ଅଗଷ୍ଟ ମାସରେ ସୂର୍ଯ୍ୟ ଚଳନ କରି ସିଂହ ରାଶିରେ ପ୍ରବେଶ କରିବେ । ସୂର୍ଯ୍ୟଙ୍କ ଏହି ଚଳନ କାରଣରୁ ୫ ରାଶି ବ୍ୟକ୍ତି ବିଶେଷଙ୍କୁ ଅତ୍ୟନ୍ତ ଶୁଭଫଳ ମିଳିବ । ଜାଣନ୍ତୁ ସେହି ରାଶି ବିଷୟରେ..

ବୃଷ- କାର୍ଯ୍ୟରେ ସକରାତ୍ମକ ଫଳ ମିଳିବ । ନୂଆ ଚାକିରିର ଯୋଗ ରହିଛି । ଆୟରେ ବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପ୍ରେମ କ୍ଷେତ୍ରରେ ସଫଳତା ମିଳିବ । ମାନ-ସମ୍ମାନ ବୃଦ୍ଧି ହେବ ।

- Advertisement -

ମିଥୁନ- କର୍ମକ୍ଷେତ୍ରରେ ନୂଆ ନୂଆ ସୁଯୋଗ ମିଳିବ । ବଡ ଉନ୍ନତି ହେବ । ଯେଉଁମାନେ ଚାକିରି ଖୋଜୁଛନ୍ତି, ସେମାନଙ୍କର ଚାକିରି ହେବ । ବ୍ୟବସାୟୀଙ୍କୁ ବଡ ଲାଭ ମିଳିବ । ଧନ ଲାଭର ଯୋଗ ରହିଛି । ମାନସିକ ଦୁଃଶ୍ଚିନ୍ତା ଦୂର ହେବ ।

ସିଂହ- ଧନ ଓ ସୁଖ ପ୍ରାପ୍ତି ହେବ । ଶନିଙ୍କ ଶୁଭଫଳ ମିଳିବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ସଫଳତା ମଧ୍ୟ ମିଳିବ ।

ତୁଳା- ସୂର୍ଯ୍ୟଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଉନ୍ନତି ହେବ । ଚାକିରିରେ ପଦନ୍ନୋତିର ଯୋଗ ରହିଛି । ବଡ ଇଚ୍ଛା ପୂରଣ ହେବ । ଦୀର୍ଘ ଦିନରୁ ଅଟକି ଥିବା କାମ ପୂରଣ ହେବ ।

ଧନୁ- ଧନ ଲାଭ ହେବ । କର୍ମକ୍ଷେତ୍ରରେ ବଡ ପରିବର୍ତ୍ତନ ହେବ । ଆତ୍ମବିଶ୍ୱାସ ବୃଦ୍ଧି ହେବ । ସରକାରୀ କ୍ଷେତ୍ରରେ ବଡ ଧରଣର ଲାଭ ମିଳିବ ।

ରିଲିଜ୍‌ ହେଲା ‘ପରମ ସୁନ୍ଦରୀ’ର ଟ୍ରେଲର

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories