ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ ଅସୁସ୍ଥ

ଭୁବନେଶ୍ବର : ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ଭଟଲି ବିଧାୟକ ସୁଶାନ୍ତ ସିଂ ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି । ତାଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ବରଗଡ଼ ସହର ସ୍ଥିତ ଏକ ଘରୋଇ ହସ୍ପିଟାଲରୁ ଭୁବନେଶ୍ବରରେ ଥିବା ଏକ ଘରୋଇ ହସ୍ପିଟାଲକୁ ନିଆଯାଇଛି । ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ପ୍ରଥମେ ତାଙ୍କୁ ବରଗଡର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ ଭୁବନେଶ୍ବର ଅଣାଯାଇଛି ।
Comments are closed.