www.samajalive.in
Saturday, December 6, 2025
26.1 C
Bhubaneswar

ରାଜଧାନୀରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ଵରର ଜଣେ ଯୁବକଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ମୃତକ ହେଲେ ସନ୍ଦେଶ ଦାସ। ସେ ବାଇକ ରାଇଡର ସନ୍ଦୀପ ଦାସଙ୍କ ସାନ ଭାଇ। ପୁନାମା ଗେଟ ନିକଟ ରେଲଓ୍ବେ କ୍ରସିଂ ପାଖରୁ ତାଙ୍କ କ୍ଷତବିକ୍ଷତ ମୃତଦେହକୁ ଜବତ କରିଛି ଜିଆରପି। ସନ୍ଦେଶଙ୍କ ମୃତ୍ୟୁ କିପରି ହୋଇଛି ତାହା ଜଣାପଡ଼ି ନ ଥିବାବେଳେ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ପୁଲିସ ତାଙ୍କ ମୋବାଇଲ ଫୋନର ଶେଷ କଲ୍‌କୁ ନେଇ ଖୋଳତାଡ଼ କରୁଥିବା ସୂଚନା ମିଳିଛି। ସନ୍ଦେଶଙ୍କ ମୃତ୍ୟୁ ଘଟଣା ରାଜଧାନୀରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories