ସମ୍ବଲପୁରୀ ଗାୟିକା ରୁକ୍ସାନାଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ଲୋ ପଏଜନ ଦେଇ ହତ୍ୟା ଅଭିଯୋଗ

ସମାଜ ଡିଜିଟାଲ ଡେସ୍କ: ସମ୍ବଲପୁରୀ ଗାୟିକା ରୁକ୍ସାନା ବାନୋଙ୍କ ସନ୍ଦେହଜନ ଭାବେ ମୃତ୍ୟୁ ଘଟିଛି। କଳାହାଣ୍ଡି ଜିଲା ଭବାନୀପାଟଣାର ରୁକ୍ସାନାଙ୍କ ମୃତ୍ୟୁକୁ ନେଇ ଏବେ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ୧୫ ଦିନ ତଳେ ବଲାଙ୍ଗିରରେ ଶୁଟିଂ ଚାଲିଥିଲାବେଳେ ସେ ରୁକ୍ସାନା ଅସୁସ୍ଥ ହୋଇପଡ଼ିଥିଲେ। ସେ ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇଥିବା କୁହାଯାଉଥିବାବେଳେ ପରିବାର ଲୋକେ ଏହାକୁ ଖଣ୍ଡନ କରିଛନ୍ତି। ସ୍କ୍ରବ ଟାଇଫସ ନୁହେଁ, ସ୍ଲୋ ପଏଜନ … Continue reading ସମ୍ବଲପୁରୀ ଗାୟିକା ରୁକ୍ସାନାଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ଲୋ ପଏଜନ ଦେଇ ହତ୍ୟା ଅଭିଯୋଗ