www.samajalive.in
Tuesday, December 9, 2025
16.1 C
Bhubaneswar

ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ମାମଲା: ପୀଡ଼ିତାଙ୍କ ଘରେ ଫୋରେନସିକ ଟିମ୍‌ର ତଦନ୍ତ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ କାଠିଆପଡ଼ା ଗ୍ରାମରେ ଯୁକ୍ତ ୩ ଛାତ୍ରୀ ମୃତ୍ୟୁ ମାମଲାରେ ଫୋରେନସିକ ଟିମ୍‌ ତଦନ୍ତ ଜାରି ରଖିଛି। ଶୁକ୍ରବାର ୨ୟ ଥର ଲାଗି ୪ ଜଣିଆ ଫୋରେନସିକ୍ ଟିମ୍ ମୃତା ଛାତ୍ରୀଙ୍କ ଘରେ ପହଞ୍ଚି ପରିବାର ଲୋକଙ୍କୁ ପଚରା ଉଚରା କରିଛି। ଏହା ବ୍ୟତୀତ କେନ୍ଦ୍ରାପଡ଼ା ଏସପି ଏବଂ ପଟ୍ଟାମୁଣ୍ଡାଇ ଥାନା ଆଇଆଇସି ମଧ୍ୟରେ ଛାତ୍ରୀଙ୍କ ଘରେ ପହଞ୍ଚି ଯାଞ୍ଚ କରିଛନ୍ତି।

କୁହାଯାଉଛି ଯେ, ଛାତ୍ରୀ ଜଣକ ଆହତ୍ମତ୍ୟା କରିନାହାନ୍ତି। ତାଙ୍କୁ ହତ୍ୟା କରାଯାଇଛି। ଏ ନେଇ ପୁଲିସ ହାତରେ ବଡ଼ ସୁରାକ ଲାଗିଥିବା ବିଶ୍ଵସ୍ତ ସୂତ୍ରରୁ ଜଣାପଡ଼ିଛି। ତେଣୁ ଏହା ଆତ୍ମହତ୍ୟା ନା ହତ୍ୟା ତାହାକୁ ନେଇ ସନ୍ଦେହ ପ୍ରକାଶ ପାଇଛି। ପୁଲିସ ମଧ୍ୟ ବିଭିନ୍ନ ଦିଗରୁ ଘଟଣାର ତଦନ୍ତ ଚଳାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories