www.samajalive.in
Sunday, December 7, 2025
26.1 C
Bhubaneswar

୩ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ସହ ୨ ଜଣଙ୍କୁ ଗିରଫ ନିର୍ଦ୍ଦେଶ

ଭୁବନେଶ୍ବର : ଗଞ୍ଜାମ ଜିଲାରେ ମତଦାନ ସମୟରେ କାର୍ଯ୍ୟରେ ଅବହେଳା ଯୋଗୁଁ ୩ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ସହ ୨ ଜଣଙ୍କୁ ଗିରଫ ନିର୍ଦ୍ଦେଶ ଦିଆଯାଇଛି । ଗଞ୍ଜାମ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକରୀ ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତି । ଗଞ୍ଜାମ ଜିଲାର ଛତ୍ରପୁରର ୨୭ ଓ ୧୬୩ ନଂ ବୁଥର ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ସହ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସେହିଭଳି ଗୋପାଳପୁର ବୁଥ ନଂ ୧୯୩ର ପ୍ରିଜାଇଡିଂ ଅଫିସରଙ୍କୁ ମଧ୍ୟ ନିଲମ୍ବିତ ପାଇଁ ନିର୍ଦ୍ଦେଶ ଜାରି ହୋଇଛି । କାର୍ଯ୍ୟରେ ଗୁରୁତର ଅବହେଳା ଯୋଗୁଁ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ସୂଚନା ମିଳିଛି ।

ଗିରଫ ହେବେ କିି ଅନୁଭବ ମହାନ୍ତି: ଜାରି ହେଲା ଏନବିଡବ୍ଲ୍ୟୁ

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories