www.samajalive.in
Saturday, December 13, 2025
27.1 C
Bhubaneswar

ଦୀର୍ଘସ୍ଥାୟୀ ବିକାଶ ଲକ୍ଷ୍ୟ ତାଲିମ ଶିବିର

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଫିରିଙ୍ଗିଆ ବ୍ଲକ ତରଫରୁ ଦୀର୍ଘସ୍ଥାୟୀ ବିକାଶ ଲକ୍ଷ୍ୟ ତାଲିମ ଶିବିର ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ କିଭଳି ଭାବରେ ଦୀର୍ଘ ସ୍ଥାୟୀ ହୋଇ ପାରିବ ଏହାର ମୂଳ ଲକ୍ଷ୍ୟ ରହିଛି। ତାଲିମ କାର୍ଯ୍ୟକ୍ରମରେ ଫିରିଙ୍ଗିଆ ବ୍ଲକର ପ୍ରତ୍ୟେକ ପଞ୍ଚାୟତ ସରପଞ୍ଚ, ନାଏବ ସରପଞ୍ଚ, ଅଙ୍ଗନବାଡି ୱାର୍କର, ଶିକ୍ଷକ, ସି ଆର ପି, ଏମ୍ବିକେ ଯୋଗ ଦେଇ ତାଲିମ ଗ୍ରହଣ କରିଥିଲେ। କାର୍ଯ୍ୟକ୍ରମକୁ ଫିରିଙ୍ଗିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଶ୍ମି ରଞ୍ଜନ ମହନ୍ତ ଆରମ୍ଭ କରିଥିବା ବେଳେ ତାଲିମଦାତା ଭାବରେ ବରିଷ୍ଠ ପଞ୍ଚାୟତ ନିର୍ବାହୀ ଅଧିକାରୀ କୈଳାଶ ଚନ୍ଦ୍ର ପାଢ଼ୀ, ଜିପିଓ ଚିତ୍ତ ରଞ୍ଜନ ଦିଗାଲ, ଏପିଓ ସୁମନ୍ତ ଉଠାଣ ସିଂ, ସାମାଜିକ ସୁରକ୍ଷା ଅଧିକାରୀ ଜ୍ଞାନ ରଞ୍ଜନ ସେଠି ଯୋଗ ଦେଇ ତାଲିମ ପ୍ରଦାନ କରିଥିଲେ।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories