www.samajalive.in
Thursday, December 11, 2025
16.1 C
Bhubaneswar

ପିଆଇବି ଓ ସିବିସି ପକ୍ଷରୁ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

ଡ଼େସ୍କ: ଦେଶବ୍ୟାପୀ ପାଳିତ ହେଉଥିବା ସ୍ବଚ୍ଛତା ହିଁ ସେବା ଅଭିଯାନ ଏବଂ ଗାନ୍ଧୀ ଜୟନ୍ତୀର ଅବ୍ୟବହିତ ପୂର୍ବରୁ ଭୁବନେଶ୍ୱର ସ୍ଥିତ ଏନଏବିଏମ୍‌ ପରିସରରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ ଏବଂ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପକ୍ଷରୁ କାର୍ଯ୍ୟାଳୟ ପରିସର ସଫେଇ କରାଯାଇଥିଲା। ମନ୍ତ୍ରଣାଳୟର ଓଡ଼ିଶା କ୍ଷେତ୍ର ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ରଙ୍କ ନେତୃତ୍ୱରେ ସିବିସି ଓ ପିଆଇବିର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ସ୍ବଚ୍ଛତା ପାଇଁ ଶ୍ରମଦାନ କରିଥିଲେ। ଏହି ସ୍ବଚ୍ଛତା ଅଭିଯାନରେ ସିବିସି ନିର୍ଦ୍ଦେଶକ ଡକ୍ଟର ଗିରିଶ ଚନ୍ଦ୍ର ଦାଶ, ପିଆଇବି ଉପନିର୍ଦ୍ଦେଶକ ମନୋଜ କୁମାର ଜାଲିଙ୍କ ସମେତ ଅନ୍ୟ ଅଧିକାରୀ ମାନେ  ଭାଗ ନେଇଥିଲେ ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories