www.samajalive.in
Sunday, December 14, 2025
19.1 C
Bhubaneswar

୨ ବିଧାନସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା : ପିପିଲିରୁ ଅଜିତ ଓ ଖୋର୍ଦ୍ଧାରୁ ସ୍ୱାଗତିକା

ଭୁବନେଶ୍ୱର : ୨ଟି ବିଧାନସଭା ଆସନ ପାଇଁ ଗୁରୁବାର କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପିପିଲିରୁ ଅଜିତ ମଙ୍ଗରାଜଙ୍କୁ ଦଳ ଟିକେଟ୍ ଦେଇଥିବା ବେଳେ ଖୋର୍ଦ୍ଧାରୁ ସ୍ବାଗତିକା ପଟ୍ଟନାୟକଙ୍କୁ ପ୍ରାର୍ଥୀ କରିଛି।

ସୂଚନାଯୋଗ୍ୟ, ପିପିଲି ବିଧାନସଭା ଆସନ ପାଇଁ କଂଗ୍ରେସ ପୂର୍ବରୁ ଯୁଧିଷ୍ଠିର ସାମନ୍ତରାୟଙ୍କୁ ପ୍ରାର୍ଥୀ କରିଥିଲା। ତେବେ ଗତକାଲି ସେ ନିର୍ବାଚନ ଲଢ଼ିବେନି ବୋଲି ଘୋଷଣା କରିଥିଲେ। ଏହା ପରେ ଦଳ ଏଠାରୁ ଅଜିତ ମଙ୍ଗରାଜଙ୍କୁ ଟିକେଟ୍ ଦେଇଥିବା ସୂଚନା ମିଳିଛି।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories