www.samajalive.in
Monday, December 15, 2025
26.1 C
Bhubaneswar

ଭାରତକୁ ୩ୟ ପଦକ ଦେଲେ ସ୍ଵପ୍ନିଲ

ସମାଜ ଡିଜିଟାଲ ଡେସ୍କ: ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ମିଳିଛି ୩ୟ ପଦକ। ଭାରତୀୟ ସୁଟର ସ୍ଵପ୍ନିଲ କୁଶେଲ ୫୦ ମିଟର ବନ୍ଧୁକ ଚାଳନା ପ୍ରତିଯୋଗିତାରେ ୩ୟ ସ୍ଥାନ ଅଧିକାର କରି କାଂସ୍ୟ ପଦକ ଜିତିଛନ୍ତି। ଫଳରେ ଭାରତର ପଦକ ସଂଖ୍ୟା ୩ରେ ପହଞ୍ଚିଛି। ସୂଚନାଯୋଗ୍ୟ, ପୂର୍ବରୁ ମନୁ ଭାକର ଚଳିତ ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ପଦକ ଭେଟି ଦେଇଥିଲେ। ସେ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ କାଂସ୍ୟ ପଦକ ବିଜୟୀ ହୋଇଥିଲେ। ଏହା ପରେ ମନୁ ଏବଂ ସରବଜୋତ ସିଂହ ମିଳିତ ଭାବେ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଭାରତକୁ ୨ୟ ପଦକ ଦେଇଥିଲେ।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories