www.samajalive.in
Wednesday, December 10, 2025
23.1 C
Bhubaneswar

ଶ୍ଵେତାପର୍ଣ୍ଣାଙ୍କୁ ଏକଲବ୍ୟ ପୁରସ୍କାର

ସମାଜଲାଇଭ ଡେସ୍କ: ବ୍ୟାଡମିଣ୍ଟନ ତାରକା ଶ୍ଵେତାପର୍ଣ୍ଣା ପଣ୍ଡାଙ୍କୁ ସମ୍ମାନଜନକ ଏକଲବ୍ୟ ପୁରସ୍କାରରେ ସମ୍ମାନିତ କରାଯାଇଛି। ଇମ୍ପାକ୍ଟ ପକ୍ଷରୁ ୩୩ତମ ଏକଲବ୍ୟ କ୍ରୀଡ଼ା ପୁରସ୍କାର ପ୍ରଦାନ ସମାରୋହରେ ଶ୍ଵେତାପର୍ଣ୍ଣାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ପୁରସ୍କାର ବାବଦରେ ତାଙ୍କୁ ୭ଲକ୍ଷ ଟଙ୍କା ସହିତ ଟ୍ରଫି ଏବଂ ଉତ୍ତରୀୟ ପ୍ରଦାନ କରାଯାଇଥିଲା।

ସେହିପରି ଭାରୋତ୍ତୋଳକ ପ୍ରୀତସ୍ମିତା ଭୋଇ ଓ ଟେନିସ ତାରକା ଆହାନ ଉପବିଜେତା ଭାବେ ପୁରସ୍କୃତ ହୋଇଛନ୍ତି। ଉଭୟଙ୍କୁ ଦେଢ଼ ଲକ୍ଷ ଟଙ୍କା ସହିତ ମାନପତ୍ର ଦିଆଯାଇ ସମ୍ମାନିତ କରାଯାଇଥିଲା। ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।

Hot this week

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

Related Articles

Popular Categories