www.samajalive.in
Friday, December 5, 2025
16.1 C
Bhubaneswar

ଟି-୨୦ ପାଇଁ ୧୫ ଜଣିଆ ଖେଳାଳି ଘୋଷଣା

କଟକ : ଡିସେମ୍ବର ୯ ତାରିଖରେ କଟକରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ୍ ଖେଳାଯିବ। ବିସିସିଆଇ ପକ୍ଷରୁ ଟି- ୨୦ ମ୍ୟାଚ ପାଇଁ ୧୫ ଜଣିଆ ଖେଳାଳି ଘୋଷଣା କରାଯାଇଛି। ଭାରତୀୟ ଦଳ ତରଫରୁ ସୂର୍ଯ୍ୟକୁମାର ଯାଦବଙ୍କୁ ଅଧିନାୟକ ଦାୟିତ୍ଵ ମିଳିଥିବାବେଳେ ଶୁବମନ୍ ଗିଲ୍ ଉପ ଅଧିନାୟକ ଦାୟିତ୍ଵ ମିଳିଛି। ଅଭିଷେକ ଶର୍ମା, ତିଲକ ବର୍ମା, ହାର୍ଦ୍ଦିକ ପାଣ୍ତା, ଶିବମ ଦୁ‌ବେ , ଅକ୍ଷର ପଟେଲ, ଜିତେଲ ଶର୍ମା,ସଞ୍ଜୁ ସାମସନ , ଯଶପ୍ରୀତ ବୁମରା, ବରୁଣ ଚକ୍ରବର୍ତ୍ତୀ , ଅର୍ଶଦୀପ ସିଂ,କୁଲଦୀପ ଯାଦବ , ହର୍ଷିତ ରାଣା, ଓ ଓ୍ବାଶିଂଟନ ସୁନ୍ଦର ଙ୍କ ନାଁ ଘୋଷଣା କରାଯାଇଛି।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories