Patra electronics
Browsing Tag

assembly news update odia news odisha news

ରେଭେନ୍ସା ତାତି ; ସାଢେ ୧୨ଟା ଯାଏ ଗୃହ ମୁଲତବି

ଭୁବନେଶ୍ୱର : ବିଧାନସଭାରେ ଶୁକ୍ରବାର ପୁଣି ରେଭେନ୍ସା ତାତି ଦେଖିବାକୁ ମିଳିଛି । ଗୃହରେ ବିଜେଡିର ପ୍ରବଳ ହଟ୍ଟଗୋଳ ସହ ବାଚସ୍ପତିଙ୍କ ପୋଡିୟମ ତଳେ ବିଜେଡି ନାରାବାଜି କରିଛି । ଫଳରେ ସାଢେ ୧୨ଟା ଯାଏ ବାଚସ୍ପତି ଗୃହକୁ…
Read More...

ବିଧାୟକ ଓ ପୂର୍ବତନ ବିଧାୟକଙ୍କ ପେନ୍‌ସନ ବୃଦ୍ଧି ଦାବି

ଭୁବନେଶ୍ୱର : ବିଧାୟକ ଓ ପୂର୍ବତନ ବିଧାୟକଙ୍କ ପେନ୍‌ସନ ବୃଦ୍ଧି ଦାବି । ବିଧାନସଭାରେ ବୁଧବାର ପ୍ରଶ୍ନକାଳରେ ବିରୋଧୀ କଂଗ୍ରେସ ଓ ବିଜେଡି ବିଧାୟକ ଏହି ଦାବି କରିଛନ୍ତି । ତାରା ପ୍ରସାଦ ବାହିନୀପତି, ସନାତନ ବିଜୁଳି,…
Read More...

ଜବରଦଖଲକାରୀ ମାଡି ବସିଛନ୍ତି ରାଜଧାନୀର ମୂଲ୍ୟବାନ୍‌ ଜମି- ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର : ଜବରଦଖଲକାରୀ ମାଡି ବସିଛନ୍ତି ରାଜଧାନୀର ମୂଲ୍ୟବାନ୍‌ ଜମି । ରାଜଧାନୀର ପ୍ରାୟ ୩୦ ଏକର ଜମି ଜବରଦଖଲକାରୀଙ୍କ କବଜାରେ ରହିଛି । ଏନେଇ ବିଧାନସଭାରେ ମଙ୍ଗଳବାର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ…
Read More...

ଗ୍ରାହକଙ୍କୁ ୩୭୦ ପେଟ୍ରୋଲ ପମ୍ପ ଠକିଛନ୍ତି – ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର : ରାଜ୍ୟରେ ମାପ ଏବଂ ଓଜନରେ ଗ୍ରାହକଙ୍କୁ ୩୭୦ ପେଟ୍ରୋଲ ପମ୍ପ ଠକିଛନ୍ତି। ବୁଧବାର ବିଧାନସଭାରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ଉତ୍ତର ରଖିଛନ୍ତି । ମନ୍ତ୍ରୀ…
Read More...

ରାଜଧାନୀରେ ଭଙ୍ଗାଯିବ ୧୯୧ଟି ବେଆଇନ୍‌ ଆପାର୍ଟମେଣ୍ଟ-ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଭଙ୍ଗା ଯିବ ଆପାର୍ଟମେଣ୍ଟ। ଭୁବନେଶ୍ୱରରେ ଥିବା ବେଆଇନ୍‌ ଆପାର୍ଟମେଣ୍ଟ ଭାଙ୍ଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ମଙ୍ଗଳବାର ବିଧାନସଭାରେ ବିଜେଡି ବିଧାୟକ ରଣେନ୍ଦ୍ର…
Read More...

ଅପରାହ୍ଣ ୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର : ଅପରାହ୍ଣ ୪ଟା ଯାଏଁ ଗୃହକୁ ମୁଲତବି ଘୋଷଣା କଲେ ବାଚସ୍ପତି । ମଙ୍ଗଳବାର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନ ଆରମ୍ଭ ହୋଇଛି। ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ପରେ ଅପରାହ୍ଣ ୪ଟା ଯାଏଁ ଗୃହକୁ ମୁଲତବି…
Read More...

ଯିବାକୁ ପଡିବନି ପଞ୍ଚାୟତ ଅଫିସ୍‌ ; ଘରେ ପହଞ୍ଚିବ ପିଡିଏସ୍‌ ଚାଉଳ-ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର : ଏଣିକି ଘରେ ପହଞ୍ଚିବ ପିଡିଏସ୍‌ ଚାଉଳ । ବୟସାଧିକ୍ୟ ଲୋକଙ୍କୁ ପିଡିଏସ୍‌ ସାମଗ୍ରୀକୁ ଘରେ ପହଞ୍ଚାଇବାକୁ ସରକାର କରିବାକୁ ଥିବା ଯୋଜନା ବିଷୟରେ ଜଣାଇବା ସହ ଯେଉଁମାନେ ଚାଉଳ ନେବାକୁ ପଞ୍ଚାୟତ ଅଫିସ ଆସି…
Read More...

ବନ୍ଧ୍ୟାକରଣ ପ୍ରତି ମହିଳାଙ୍କ ତୁଳନାରେ ପୁରୁଷଙ୍କ ଆଗ୍ରହ ବଢୁଛି -ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ଭୁବନେଶ୍ୱର : ବନ୍ଧ୍ୟାକରଣ ପ୍ରତି ମହିଳାଙ୍କ ତୁଳନାରେ ପୁରୁଷଙ୍କ ଆଗ୍ରହ ବଢୁଛି। ସୋମବାର ବିଧାନସଭାରେ ଏହି ଲିଖିତ ଉତ୍ତର ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ୨୦୨୩-୨୪ରେ ୧୭୯୨ ପୁରୁଷ ବନ୍ଧ୍ୟାକରଣ…
Read More...