Browsing Tag

bhubaneswar news

ଆଇପିଏସ୍‌ଙ୍କ ବାପାମା’ଙ୍କ ଠାରୁ ଲୁଟ୍‌ ଉଦ୍ୟମ

ଭୁବନେଶ୍ବର: ବାଲେଶ୍ବର ଏସ୍‌ପି ସାଗରିକା ନାଥଙ୍କ ପରିବାର ଠାରୁ ଘାଟିକିଆ ରାସ୍ତାରେ ବିଳମ୍ବିତ ରାତିରେ ଲୁଟିବା ପାଇଁ ଉଦ୍ୟମ କରିଛନ୍ତି ଦୁର୍ବୃତ୍ତ। ସାଗରିକାଙ୍କ ବାପା ମା’ ଆମ୍ରି ହସ୍ପିଟାଲ ନିକଟ ସତ୍ୟସାଇ…
Read More...

‘ଅଧିକ ଟେଷ୍ଟିଂ ହେଉଥିବାରୁ ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା କମୁଛି’

ଭୁବନେଶ୍ବର: ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା କମୁଛି ବୋଲି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ସେ କହିଛନ୍ତି, ୨୦୨୧ରୁ ଟେଷ୍ଟିଂ ଅଧିକ ହେଉଥିବା ହେତୁ ଡେଙ୍ଗୁ ରୋଗୀ ସଂଖ୍ୟା…
Read More...

ଜୁଲାଇ ୨ୟ ସପ୍ତାହରେ ଆଉ ଏକ ଲଘୁଚାପ ସମ୍ଭାବନା

ଭୁବନେଶ୍ବର: ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା…
Read More...

ଲୁଟ୍‌ ଘଟଣା : ୫ ନାଗାବାବା ଅଟକ

ଭୁବନେଶ୍ୱର : ମଞ୍ଚେଶ୍ବର ପୁଲିସ ୫ ସନ୍ଦିଗ୍ଧ ନାଗା ବାବାଙ୍କୁ ଅଟକ ରଖିଥିବା ଜଣାପଡ଼ିଛି । ମଞ୍ଚେଶ୍ବର ଅଞ୍ଚଳରେ ବୁଲୁଥିବା ବେଳେ ସୋମବାର ଏହି ୫ ଜଣଙ୍କୁ ଉଠାଇ ନେଇଛି ପୁଲିସ। ସୂଚନା ଅନୁସାରେ,  ଏ ନେଇ ପୁଲିସ୍‌…
Read More...

ପ୍ରାକୃତିକ ଦୁର୍ବିପାକ କମିଟି ବୈଠକ : ୨୪ ଘଣ୍ଟା କାର୍ଯ୍ୟ କରିବ ଜିଲାସ୍ତରୀୟ ବିଭାଗୀୟ କଣ୍ଟ୍ରୋଲ ରୁମ

ଭୁବନେଶ୍ବର: ଜୁନ୍‌ରୁ ଅକ୍ଟୋବର ମଧ୍ୟରେ ବାତ୍ୟା, ବନ୍ୟା ଓ ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥାଏ ଓଡ଼ିଶା । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନିକ ସ୍ତରରେ ସବୁ ପ୍ରକାର ପ୍ରସ୍ତୁତି କରିବାକୁ…
Read More...

ରାଜଧାନୀ ରାଜଭବନର ପେଟ୍ରୋଲପମ୍ପ ଅଞ୍ଚଳ ବିପଦମୁକ୍ତ; ଟ୍ୱିଟ ଯୋଗେ ଅଗ୍ନିଶମ ଡ଼ିଜିଙ୍କ ସୂଚନା

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ରାଜଭବନ ପେଟ୍ରୋଲପମ୍ପ ଅଞ୍ଚଳ ବିପଦମୁକ୍ତ। ଏନେଇ ଟ୍ୱିଟ ଯୋଗେ ଅଗ୍ନିଶମ ଡ଼ିଜି ସତ୍ୟଜିତ ମହାନ୍ତି ସୂଚନା ଦେଇଛନ୍ତି। ଗତକାଲିର ବିସ୍ଫୋରଣ ପରେ ଟ୍ୟାଙ୍କରରୁ ଗ୍ୟାସ ବାହାର…
Read More...

ବିଧାନସଭା ପରିସରରେ କରୋନା ଟେଷ୍ଟ ଆରମ୍ଭ

ଭୁବନେଶ୍ୱର : ବିଧାନସଭା ମୌସୁମୀ ଅଧିବେଶନ ପାଇଁ ଆଜି ପ୍ରାୟ ସକାଳ ୮ଟାରେ ସମସ୍ତ ସଦସ୍ୟ ଓ କର୍ମଚାରୀଙ୍କ କରୋନା ଟେଷ୍ଟ ଆରମ୍ଭ ହୋଇଛି। ଏଥିପାଇଁ ବିଧାନସଭା ପରିସରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଆଜି ଠାରୁ ୩…
Read More...

ବିଧାନସଭା ଅଧିବେଶନ ପୂର୍ବରୁ ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର : ବିଧାନସଭା ଅଧିବେଶନ ପୂର୍ବରୁ ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଛି। ଏହି ବୈଠକରେ ସଂସଦୀୟ ବ୍ୟାପାର ମନ୍ତ୍ରୀ, ଅର୍ଥମନ୍ତ୍ରୀ, ବିରୋଧୀ ଦଳ ନେତା ଓ କଂଗ୍ରେସ ବିଧାୟକ ସାମିଲ…
Read More...

ରାଜଧାନୀରେ ୨୮୩୩ ଜଣ କୋଭିଡ଼ ଗାଇଡ଼ଲାଇନ ଉଲ୍ଲଙ୍ଘନକାରୀଙ୍କ ଠାରୁ ଜୋରିମାନା ଆଦାୟ

ଭୁବନେଶ୍ୱର : କୋଭିଡ଼ ଗାଇଡ଼ଲାଇନ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କମିଶନରେଟ ପୁଲିସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ଟ୍ୱିନ ସିଟିରେ କୋଭିଡ଼ ପରିଚାଳନାରେ କିଛି ଦିନ ପୂର୍ବେ ମୁଖ୍ୟମନ୍ତ୍ରୀଙ୍କ ଅସନ୍ତୋଷ ପରେ ନିୟମକୁ…
Read More...

ଜାତୀୟ ଅନଲାଇନ ସାଇ କୁଇଜ ପ୍ରତିଯୋଗିତା

ଭୁବନେଶ୍ୱର : କରୋନା କଟକଣା ଯୋଗୁ ଘରେ ଗୃହବନ୍ଦୀ ଅବସ୍ଥାରେ ରହିଥିବା ପିଲାମାନଙ୍କ ମଧ୍ୟରେ ଆଧ୍ୟାତ୍ମିକ ଚେତନା ଜାଗ୍ରତ କରିବାପାଇଁ ଶ୍ରୀ ଶିରିଡ଼ି ସାଇ ଚାରିଟେବୁଲ ଟ୍ରଷ୍ଟ ବସନ୍ତପୁର, ଭୁବନେଶ୍ୱର ଓ ବେବି ବିଙ୍ଗୋ…
Read More...