Browsing Tag

bhubaneswar news

ଆଖି ବୁଜିଲେ ବିଜେଡ଼ି ନେତ୍ରୀ ମୀନାକ୍ଷୀ

ଭୁବନେଶ୍ୱର : ବ୍ରହ୍ମପୁରର ଗୁରୁତର ବିଜେଡ଼ି ନେତ୍ରୀ ମୀନାକ୍ଷୀ ମିଶ୍ରଙ୍କ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗୁରୁବାର  ମୃତ୍ୟୁ ହୋଇଛି। ଗତ ୧୪ରେ ଏସସିବିରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ପୁଅର…
Read More...

ଦିନ ୧୧ଟା ୩୦ ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର : ଆଜି ବିଧାନସଭା ବଜେଟ ଅଧିବେଶନର ତୃତୀୟ ଦିନରେ ପ୍ରଶ୍ନକାଳ ଆରମ୍ଭ ପୂର୍ବରୁ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହ ମୁଲତବୀ ହୋଇଛି। ବିରୋଧୀଙ୍କ ହୋହଲ୍ଲା ଆରମ୍ଭ ହେବା ଫଳରେ ଦିନ ୧୧ଟା ୩୦ ଯାଏଁ ବାଚସ୍ପତି…
Read More...

ଓୟୁଏଟିରେ ୫-ଟି ସଚିବ ଭି.କେ ପାଣ୍ଡିଆନ୍‍

ଭୁବନେଶ୍ୱର : ଭୁବନେଶ୍ୱରରେ ଥିବା ଓୟୁଏଟିରେ ୫-ଟି ସଚିବ ଭି.କେ ପାଣ୍ଡିଆନ୍‍ ସୋମବାର ଗସ୍ତ କରିଛନ୍ତି। ହଠାତ ଓୟୁଏଟିରେ ପହଞ୍ଚି ଏହାର ଭିତ୍ତିଭୂମି ଯାଞ୍ଚ କରିବା ସହ ପରିଦର୍ଶନ କରିଥିଲେ। ଏହି ଅବସରରେ ସେ କୃଷି…
Read More...

କ୍ୟାବିନେଟ ବୈଠକ ଶେଷ ; ୫ଟି ପ୍ରସ୍ତାବକୁ କ୍ୟାବିନେଟ ମୋହର

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷୟତାରେ ଲୋକସେବା ଭବନରେ ସକାଳ ୯ଟା୪୫ରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିଲା। ଏହି ବୈଠକରେ ୫ଟି ପ୍ରସ୍ତାବକୁ କ୍ୟାବିନେଟ ମୋହର ବାଜିଛି।…
Read More...

ରାଜଧାନୀରେ ଯୁବତୀଙ୍କୁ ଅସଦଆଚରଣ ଅଭିଯୋଗ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର କ୍ୟାପିଟାଲ ଥାନା ଅଞ୍ଚଳରେ ଯୁବତୀଙ୍କୁ ଜଣେ ଯୁବକ ଅସଦଆଚରଣ କରିଥିବା ରବିବାର ଅଭିଯୋଗ ହୋଇଛି। ଯୁବତୀ ଜଣଙ୍କ ରାସ୍ତାରେ ଯାଉଥିବା ସମୟରେ ଉକ୍ତ ଯୁବକ ଜଣଙ୍କ ତାଙ୍କ ସହ…
Read More...

ଆସନ୍ତା ୨୮ରେ ଓଡ଼ିଶା ଆସିବେ ଅମିତ ଶାହା

ଭୁବନେଶ୍ୱର : ଆସନ୍ତା ୨୮ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଆସୁଛନ୍ତି । ୨୮ରେ ହେଉଥିବା ରାଜ୍ୟ ବିଜେପି ପକ୍ଷରୁ ଆୟୋଜିତ ହେବାକୁ ଥିବା ସିଏଏ ( ନାଗରିକ ସଂଶୋଧନ ଆଇନ)ସମର୍ଥନ…
Read More...

ଦିନ ୧୧ଟା ୩୦ ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର : ଆଜି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ପ୍ରଶ୍ନକାଳ ଆରମ୍ଭ ପୂର୍ବରୁ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହ ମୁଲତବୀ ହୋଇଛି। ବାଚସ୍ପତିଙ୍କ ରୁଲିଂକୁ ନେଇ ବିରୋଧୀଙ୍କ ହୋହଲ୍ଲା ଆରମ୍ଭ ହେବା ଫଳରେ ଦିନ…
Read More...

ଆରମ୍ଭ ହେଲା ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା

ଭୁବନେଶ୍‍ବର : ଆଜି ଠାରୁ ସିବିଏସଇ ( ମାଧ୍ୟମିକ ଶିକ୍ଷା ବୋର୍ଡ଼) ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଆରମ୍ଭ ହୋଇଛି। ଚଳିତ ବର୍ଷ ୧୮ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଦଶମ ଶ୍ରେଣୀ ପରୀକ୍ଷା ଦେଉଥିବା ବେଳେ ପ୍ରାୟ ୧୨ ଲକ୍ଷରୁ…
Read More...

ରାଉରକେଲାରେ ପ୍ରତିଷ୍ଠା ହେବ ଟୁଲ୍ ରୁମ୍ ଟ୍ରେନିଂ ସେଣ୍ଟର: ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ବର: ଓଡ଼ିଶାର ରାଉରକେଲାରେ ଟୁଲ୍ ରୁମ୍ ଟ୍ରେନିଂ ସେଣ୍ଟର ପ୍ରତିଷ୍ଠା ହେବ। କେନ୍ଦ୍ର ସରକାର ଏଥିପାଇଁ ୨୦୦ କୋଟି ଟଙ୍କା ଖର୍ଚ୍ଚ କରିବେ। ରାଜ୍ୟ ସରକାର ଏଥିପାଇଁ ଜମି ଯୋଗାଇ ଦେବାର ପ୍ରତିଶ୍ରୁତି ଦେଇଛନ୍ତି…
Read More...

ରାଜଧାନୀରୁ ବିପୁଳ ପରିମାଣରେ ବିଦେଶୀ ମଦ ଜବତ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱର ଲକ୍ଷ୍ମୀସାଗରର ଷ୍ଟେସନ ବଜାର ଅଞ୍ଚଳରେ ଥିବା ଦୁଇଟି ଘରେ ଲକ୍ଷ୍ମୀସାଗର ଥାନା ପୁଲିସ ଓ ସ୍ୱତନ୍ତ୍ର ସ୍କ୍ୱାଡ଼ ମିଳିତ ଭାବେ ଚଢାଉ କରି ବିପୁଳ ପରିମାଣରେ ବିଦେଶୀ ମଦ ଜବତ କରିଛି।…
Read More...