Browsing Tag

bhubaneswar

ପାଇଖାନାରେ ଫସିଲା ଗୋଧି, ୩ ଘଣ୍ଟା ପରେ ପ୍ୟାନ୍‌ ଭାଙ୍ଗି କରାଗଲା ଉଦ୍ଧାର

ଭୁବନେଶ୍ବର: ବାଣୀବିହାର ପରିସରରେ ଆଇନ ବିଭାଗର ପ୍ରଫେସର ବିନୟ ଦାସଙ୍କ ଆଉଟ ହାଉସରେ ଥିବା ପାଇଖାନା ପ୍ୟାନରେ ଏକ ଗୋଧି ମୁଣ୍ଡ କାଢି ରହିଥାଏ। ବିନୟ ବାବୁଙ୍କ ଘରେ ଭାବିଲେ ହୁଏତ ଗୋଧିଟି ଆପେ ଆପେ ବାହାରକୁ ଚାଲି ଆସିବ…
Read More...

ଅଗଷ୍ଟ ୧୬ରୁ ଖୋଲିବ କଲେଜ ଓ ବିଶ୍ବବିଦ୍ୟାଳୟ

ଭୁବନେଶ୍ୱର: ଚଳିତ ମାସ ୧୬ ତାରିଖରୁ ଖୋଲିବ କଲେଜ ଓ ବିଶ୍ୱବିଦ୍ୟାଳୟ। ୧୬ରୁ ଶ୍ରେଣୀଗୃହ ଶିକ୍ଷାଦାନ ହେବା ନେଇ ଶୁକ୍ରବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାସହିତ ହଷ୍ଟେଲ ଖୋଲିବ ବୋଲି…
Read More...

ରାଜ୍ୟରେ କୋଭିଡ ମୃତ୍ୟୁ ଲୁଚାଇବା ପ୍ରସଙ୍ଗ: ସରକାରଙ୍କ ରିପୋର୍ଟକୁ ଗ୍ରହଣ କରୁନାହାନ୍ତି ଉଚ୍ଚନ୍ୟାୟାଳୟ- କଂଗ୍ରେସ

ଭୁବନେଶ୍ୱର : ରାଜ୍ୟରେ ବର୍ତମାନ ସ୍ଥିତିରେ କୋଭିଡ ସଂକ୍ରମଣ ଧିରେ ଧିରେ କମୁଥିବା ବେଳେ ଆଶ୍ଚର୍ଯ୍ୟଜନକ ଭାବେ ପ୍ରତ୍ୟେକ ଦିନ ମୃତ୍ୟୁହାର ବଢ଼ିବଢ଼ି ଚାଲିଛି । ରାଜ୍ୟ ସରକାର କୋଭିଡରେ ମୃତ୍ୟୁବରଣ କରିଥିବା…
Read More...

ନିରନ୍ତର ବିକାଶ ଲକ୍ଷ୍ୟ ହାସଲ ପାଇଁ ଓଡ଼ିଶାବାସୀଙ୍କ ଆୟ ବୃଦ୍ଧି ନିହାତି ଆବଶ୍ୟକ : କଂଗ୍ରେସ

ଭୁବନେଶ୍ୱର : ଓଡ଼ିଶାରେ ଦୀର୍ଘବର୍ଷ ଧରି ବିଜେଡ଼ି ଶାସନ ବ୍ୟବସ୍ଥାରେ ଥାଇ ମଧ୍ୟ ରାଜ୍ୟର ସାମଗ୍ରିକ ଅର୍ଥନୈତିକ ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାରେ ସଂପୂର୍ଣ୍ଣରୂପେ ବିଫଳ ହୋଇଛି । ଆଜି ପ୍ରଦେଶ କଂଗ୍ରେସ…
Read More...

ମହାମାରୀ ସମୟରେ ରାଜ୍ୟ ସରକାର ରାସନ ସାମଗ୍ରୀ ବଣ୍ଟନରେ ୩୦୦ କୋଟି ଟଙ୍କାର ଘୋଟାଲା କରିଛନ୍ତି: କଂଗ୍ରେସ

ଭୁବନେଶ୍ୱର : କରୋନା ମହାମାରୀ ସମୟରେ ରାଜ୍ୟ ସରକାର ରେସନ ସାମଗ୍ରୀ ବଂଟନରେ ୩୦୦ କୋଟି ଟଙ୍କାର ଘୋଟାଲା କରିଛନ୍ତି । ଲକ୍ଷାଧିକ ‘ବୋଗସ୍‌’ ବା ଭୂତ ହିତାଧିକାରୀଙ୍କ କାର୍ଡ ଜରିଆରେ ସରକାର ଜାତୀୟ ଖାଦ୍ୟ ସୁରକ୍ଷା ଆଇନ…
Read More...

ଭୁବନେଶ୍ବରରେ ୧୦୦% ଟିକାକରଣ: ବିଏମସି

ଭୁବନେଶ୍ୱର: ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ ହୋଇଛି। ଜୁଲାଇ ଶେଷ ସୁଦ୍ଧା ଏହି ଟାର୍ଗେଟ ପୂରଣ ହୋଇଛି ବୋଲି ଶନିବାର ସୂଚନା ଦେଇଛନ୍ତି ଭୁବନେଶ୍ବର ମହାନଗର ନିଗମ ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ।…
Read More...

ଅଗଷ୍ଟ ୨୩ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର: ଏକକ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଅଗଷ୍ଟ ୨୩ରୁ ସେପ୍ଟେମ୍ବର ୩ ମଧ୍ୟରେ ହେବ ଏକକ ପିଜି ପ୍ରବେଶିକା ପରୀକ୍ଷା। ଏଥିପାଇଁ…
Read More...

ହାଇଦର ଏନକାଉଣ୍ଟର ଘଟଣା: ମାମଲା ରୁଜୁ କରି ନୋଟିସ୍‌ ଜାରି କଲେ ରାଜ୍ୟ ମାନବାଧିକାର କମିଶନ

ଭୁବନେଶ୍ବର: କୁଖ୍ୟାତ ଅପରାଧୀ ହାଇଦରର ଏନକାଉଣ୍ଟରରେ ମୃତ୍ୟୁ ଘଟଣାରେ ରାଜ୍ୟ ମାନବାଧିକାର କମିଶନ ନିଜ ଆଡ଼ୁ ମାମଲା ରୁଜୁ କରିଛନ୍ତି। ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଆଧାରରେ ମାମଲା ରୁଜୁ କରିବା ସହ…
Read More...

ନାଗକୁ ଛକିଲା ବିଲେଇ, ମାଲିକ ଘରକୁ ଛାଡ଼ିଲାନି ବାଟ

ଭୁବନେଶ୍ବର: ପୁରୁଣା ଭୁବନେଶ୍ୱର ଭୀମଟାଙ୍ଗିରେ ରହୁଥିବା ସମ୍ପଦ କୁମାର ପରିଡାଙ୍କ ଘର ଭିତରକୁ ଏକ ୪ ଫୁଟ ଲମ୍ବର ନାଗ ସାପ ପଶିବା ପାଇଁ ଚେଷ୍ଟା କଲା ବେଳେ ତାଙ୍କ ପୋଷା ବିଲେଇ ନାଗକୁ ବାଟ ଛାଡିଲା ନାହିଁ । ନାଗଟି ବାଟ…
Read More...

ଭୁବନେଶ୍ୱର ଏମ୍ସ ପରିସରରେ ଅଗ୍ନିଶମ ସେବା କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ 

ଭୁବନେଶ୍ୱର: ଭୁବନେଶ୍ୱର ଏମ୍ସ ପରିସରରେ ଏକ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁର କରିଛନ୍ତି । ଏହି କେନ୍ଦ୍ରରେ ଜଣେ ଷ୍ଟେସନ ଅଫିସରଙ୍କ ସମେତ ଦଶ ଜଣ କର୍ମଚାରୀ…
Read More...