Browsing Tag

Cm

ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା: ଆଜିଠୁ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଭବନୀପାଟଣାରେ ଶୁଭାରମ୍ଭ ସହ ଯୋଗ୍ୟ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି। ଏଥିଲାଗି ୩ ବର୍ଷରେ ୭ ହଜାର ୫୫୦ କୋଟି ଟଙ୍କା…
Read More...

ହୋମଗାର୍ଡ ପରୀକ୍ଷା ଦେବାକୁ ଆସି ପରୀକ୍ଷାର୍ଥୀ ମୃତ: ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା

ଦେବଗଡ: ଦେବଗଡ ରିଜର୍ଭ ପୁଲିସ ପଡିଆରେ ହୋମଗାର୍ଡ ଶାରୀରିକ ପରୀକ୍ଷା ଚାଲିଥିବାବେଳେ ଅଭାବନୀୟ ଘଟଣା ଘଟିଛି। ମୃତକ ବୁଡିଦୋ ଗାଁର ସାହେବ ଦେହୁରୀ ବୋଲି ଜଣାପଡିଛି। ଗତକାଲି ହୋମଗାର୍ଡ ପରୀକ୍ଷା ଚାଲିଥିବାବେଳେ ସାହେବ…
Read More...

ରାଜ୍ୟର ବିଭିନ୍ନ ପ୍ରାନ୍ତକୁ ଯିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ବର : ଦୁର୍ନୀତି ହେଉଛି ସମାଜ ପାଇଁ ଏକ କର୍କଟ ରୋଗ। ଏହା ଏକ ପ୍ରକାରେ ଉଇ ପରି। ଘର ମୂଳଦୁଆକୁ ଖାଇ ଖାଇ ଫମ୍ପା କରିଦିଏ। ଓଡିଶା ପରି ଏକ ବିକାଶଶୀଳ ରାଜ୍ୟକୁ ବିକଶିତ ରାଜ୍ୟ କରିବା ପାଇଁ ଏହି କର୍କଟ ସମୂଳେ…
Read More...

ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ ସ୍ଵର୍ଗତ ଦେବେନ୍ଦ୍ର ପ୍ରଧାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର:  ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ୱର୍ଗତ ପ୍ରଧାନ ଜଣେ…
Read More...

୧୭ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର : ଆସନ୍ତା ୧୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ଭୁବନେଶ୍ବର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ…
Read More...

ଶିମିଳିପାଳ ସୁରକ୍ଷା ବାର୍ତ୍ତା ନେଇ ମିନି ମାରାଥନ୍: ସାମିଲ ହେଲେ ମୁଖ୍ୟମନ୍ତ୍ରୀ

କରଞ୍ଜିଆ: ମିନି ମାରାଥନରେ ଦୌଡିଲେ ମୁଖ୍ୟମନ୍ତ୍ରୀ। ଶିମିଳିପାଳ ସୁରକ୍ଷା ବାର୍ତ୍ତା ନେଇ ଏକ ମିନି ମାରାଥନ୍ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…
Read More...

ମହାକୁମ୍ଭରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ, ସୋମବାର ରାମଲାଲାଙ୍କୁ କରିବେ ଦର୍ଶନ

ନୂଆଦିଲ୍ଲୀ : ମହାସ୍ନାନ ର ଶେଷ ସପ୍ତାହ। ଆଉ ଦୁଇ ତିନି ଦିନ ପରେ ପୁରା ଖାଁ ଖାଁ ହେବାକୁ ଯାଉଛି ସଙ୍ଗମ ସ୍ଥଳ। ୨୬ ତାରିଖରେ ମହାକୁମ୍ଭ ସରିବାକୁ ଯାଉଛି। ଏଥିଲାଗି ଦେଶର କୋଣ ଅନୁକୋଣରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ…
Read More...

୨୪ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର : ଫେବୃଆରୀ ଚଳିତ ମାସ ୨୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥିବା ହେତୁ ଏହି ସୋମବାର ଭୁବନେଶ୍ବର ୟୁନିଟ-୫ସ୍ଥିତ…
Read More...

ଆଜି କେନ୍ଦୁଝର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର ସଦର : ଆଜି କେନ୍ଦୁଝର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ଶନିବାର ଯାଜପୁର ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମ ସାରିବା ପରେ ଆଜି କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଅଡିଟୋରିୟମରେ…
Read More...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଷୋଡଶ ଅର୍ଥ କମିଶନ

ପୁରୀ/କୋଣାର୍କ : ୪ ଦିନିଆ ଓଡିଶା ଗସ୍ତରେ ଷୋଡଶ ଅର୍ଥ କମିଶନ। ଆଜି ମୁଖ୍ୟମନ୍ତ୍ରୀ ଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।  ଏବଂ ରାଜ୍ୟର ପ୍ରମୁଖ ଅଧିକାରୀଙ୍କ ସହ ଆଲୋଚନା କରିବା ନେଇ ସୂଚନା ରହିଛି। ଡ. ଅରବିନ୍ଦ…
Read More...