Browsing Tag

cm mohan majhi

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ବର :  ଆଜି (ସୋମବାର) ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ତଥା ଅଭିଯୋଗ ଶୁଣାଣି ବନ୍ଦ ରହିବ। ରାକ୍ଷୀ ପୂର୍ଣ୍ଣିମା ଉପଲକ୍ଷେ ସରକାରୀ ଛୁଟି ଥିବାରୁ ଭୁବନେଶ୍ୱର, ୟୁନିଟ…
Read More...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅମିତ

ସମାଜ ଡିଜିଟାଲ ଡେସ୍କ: ଓଡ଼ିଶାରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ପ୍ୟାରିସ ଅଲିମ୍ପିକ୍ସ କାଂସ୍ୟ ପଦକ ବିଜୟୀ ଭାରତୀୟ ହକି ଦଳର ଏକମାତ୍ର ଓଡ଼ିଆ ତାରକା ଅମିତ ରୋହିଦାସ। ଏହି ଅବସରରେ…
Read More...

ମୁଖ୍ୟମନ୍ତ୍ରୀଙ୍କ ତିନି ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାରଠାରୁ ତିନି ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ନୂଆଦିଲ୍ଲୀସ୍ଥିତ ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ସରକାରୀ କାର୍ଯ୍ୟକ୍ରମରେ ସେ ଯୋଗ ଦେବାର କାର୍ଯ୍ୟକ୍ରମ…
Read More...

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ

ଭୁବନେଶ୍ବର: ଆଜି (ସୋମବାର)ରେ ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ତଥା ଅଭିଯୋଗ ଶୁଣାଣି ବନ୍ଦ ରହିବ। ଭୁବନେଶ୍ୱର, ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ…
Read More...

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅର୍ଥାତ୍ ସୋମବାର ଅଭିଯୋଗ ଶୁଣାଣି କରିବେ। ଭୁବନେଶ୍ବର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଦିନ ୧୧ରୁ ଅଭିଯୋଗ ଶୁଣାଣି ହେବ। ଅଭିଯୋଗ ଶୁଣାଣି ପାଇଁ…
Read More...

ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ମୁମ୍ବାଇରୁ ଫେରିଲା ଓଡ଼ିଆ ଶ୍ରମିକଙ୍କ ମରଶରୀର

ବାଲେଶ୍ଵର: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ମୁମ୍ବାଇରୁ ଫେରିଲା ଓଡିଆ ଶ୍ରମିକଙ୍କ ମୃତଦେହ। ବାଲେଶ୍ବର ଜିଲ୍ଲା ଖଇରା ବ୍ଲକ ସାହାପୁର ଗାଁର ମୁରଲୀଧର ମହାକୁଡ କିଛି ଦିନ ହେବ ନିଜ ଗାଁ ଛାଡି ଯାଇ ମୁମ୍ବାଇରେ…
Read More...

ରଥଯାତ୍ରା ପାଇଁ ଦୁଇ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ଶେଷ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଛି । ଚଳିତ ଥର ଦୁଇ ଦିନ ଧରି ରଥଯାତ୍ରା ହେବାକୁ ଥିବାରୁ ସରକାରୀ ଭାବେ ଦୁଇ ଦିନ ଛୁଟି ଘୋଷଣା କରିଛନ୍ତି…
Read More...

ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଭିଯୋଗ ଶୁଣାଣି ଶିବିର: ଶହ ଶହ ଲୋକଙ୍କ ଭିଡ

ଭୁବନେଶ୍ବର : ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ।  ଅଭିଯୋଗ ଶୁଣାଣି ପୂର୍ବରୁ ପଞ୍ଜୀକରଣ ପାଇଁ ପ୍ରବଳ ଲୋକଙ୍କ ଭିଡ ଜମିଥିବା ଦେଖିବାକୁ ମିଳିଛି।  ଗୁହାରି ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରୁ ଶତାଧିକ ଲୋକ…
Read More...

ଜୁଲାଇ ୧ରୁ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ : ପୂର୍ବାହ୍ନ ୯ଟାରୁ ପଞ୍ଜୀକରଣ

ଭୁବନେଶ୍ବର : ଜୁଲାଇ ପହିଲାରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ବିଭାଗ ପକ୍ଷରୁ କୁହାଯାଇଛି, ଆସନ୍ତା…
Read More...