Browsing Tag

cm naveen patnaik

ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ୭୬ତମ ପ୍ରତିଷ୍ଠା ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି ସ୍ୱଚ୍ଛ, ସବୁଜ, ସୁନ୍ଦର ରାଜଧାନୀ ଭୁବନେଶ୍ୱର। ନିଜ ଐତିହ୍ୟ ଓ…
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଲଢିବେ ବିଜେପିର ଏହି ପ୍ରାର୍ଥୀ

ଭୁବନେଶ୍ୱର: ୨୦୨୪ ନିର୍ବାଚନ ପାଇଁ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି ବିଜେପି। ପ୍ରଥମ ପର୍ଯ୍ୟାୟରେ ୧୧୨ ଟି ଆସନ ଲାଗି ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛଇ। ତେବେ ଏହି ତାଲିକାରେ ହିଞ୍ଜିଳିରୁ ଶିଶିର…
Read More...

ବିଜେଡିର ଲୋକସଭା ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର: ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୯ଟି ଲୋକସଭା ଆସନ ପାଇଁ ନାମ ଘୋଷଣା କରାଯାଇଛି । ଭୁବନେଶ୍ୱର…
Read More...

ଦାମ ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ୮୨ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଦାମୋଦର ରାଉତ । ଦାମଙ୍କ ବିୟୋଗରେ…
Read More...

ନବୀନ ନିବାସରେ କୋରାପୁଟ ଆସନ ସମୀକ୍ଷା

ଭୁବନେଶ୍ୱର: ନବୀନ ନିବାସରେ କୋରାପୁଟ ଲୋକସଭା ସଂସଦୀୟ କ୍ଷେତ୍ର ପାଇଁ ସମୀକ୍ଷା ବୈଠକ ବସିଛି। ଏଥିରେ କୋରାପୁଟ ପର୍ଯ୍ୟବେକ୍ଷକ ଦିବ୍ୟଶଙ୍କର ମିଶ୍ର, ରାୟଗଡା ପର୍ଯ୍ୟବେକ୍ଷକ ଅତନୁ ସବ୍ୟସାଚୀ ନାୟକ, ମନ୍ତ୍ରୀ ଜଗନ୍ନାଥ…
Read More...

ନବୀନ ନିବାସରେ ବିଜେଡି ନେତାଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ନବୀନ ନିବାସରେ ବିଜେଡି ନେତାଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ପୁରୀ ସଂସଦୀୟ କ୍ଷେତ୍ରର ନେତା ଉପସ୍ଥିତ ରହିଛନ୍ତି। ସାଙ୍ଗଠନିକ…
Read More...

ରାଜ୍ୟ କ୍ୟାବିନେଟରେ ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ନବୀନ ସରକାରଙ୍କ ପଞ୍ଚମ ପାଳିର ଶେଷ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୭ଟି ବିଭାଗର ୧୪ଟି ପ୍ରସ୍ତାବକୁ କ୍ୟାବିନେଟ…
Read More...

ସମ୍ବଲପୁରରେ ଗଡିଲା ମୋ ବସ: ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ଜନସାଧାରଣଙ୍କ ସୁବିଧା ପାଇଁ ସମ୍ବଲପୁର ଅଇଁଠାପାଲି ବସ ଟର୍ମିନାଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋ ବସ୍‍ ସେବାର ଲୋକାର୍ପଣ କରିଛନ୍ତି । ଏହି ସେବା ପାଇବା ପରେ ସମ୍ବଲପୁର ବାସୀ ଖୁସିବ୍ୟକ୍ତ କରିଛନ୍ତି…
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଘୋଷଣା

ଭୁବନେଶ୍ୱର: ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଶିକ୍ଷା ନିମନ୍ତେ ନିୟୋଜିତ ହୋଇଥିବା ଶିକ୍ଷା ସ୍ୱେଚ୍ଛାସେବୀମାନଙ୍କ ଦରମା ୧୦ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ୨୦୧୪ ମସିହାରୁ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ…
Read More...

ଲୋକାର୍ପିତ ହେବ ବରମୁଣ୍ଡା ବସ ଟର୍ମିନାଲ

ଭୁବନେଶ୍ୱର: ଶୁକ୍ରବାର ଲୋକାର୍ପିତ ହେବ  ବହୁ ପ୍ରତୀକ୍ଷିତ ବରମୁଣ୍ଡା ବାବା ସାହେବ ଭୀମରାଓ ଆମ୍ବେଦକର ବସ ଟର୍ମିନାଲ। ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିବେ। ପ୍ରାୟ ୨୧୧କୋଟି ଟଙ୍କା ବ୍ୟୟରେ…
Read More...