Browsing Tag

cm news

ଆଉ ୪ ମାସ ମାଗଣା ଚାଉଳ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ମାଗଣାରେ ଆଉ ୪ ମାସ ମିଳିବ ଚାଉଳ । ଡିସେମ୍ବର ମାସରୁ ମାର୍ଚ୍ଚ ୨୦୨୨ ଯାଏ ପ୍ରତିମାସ ମୁଣ୍ଡ ପିଛା ଅତିରିକ୍ତ ୫ କେଜି ମାଗଣା ଚାଉଳ ହିତାଧିକାରୀଙ୍କୁ…
Read More...

ବାଲୁଗାଁ ପିକ୍ ନିକ୍ ଗାଡି ଦୁର୍ଘଟଣା ; ମୃତ ଛାତ୍ରଙ୍କ ଆତ୍ମୀୟଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର:  ଗଞ୍ଜାମରୁ ପିକନିକ ଯାଉଥିବା ଏକ ଗାଡ଼ି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେଇଥିବା ଏବଂ ଏଥିରେ ରଙ୍ଗେଇଲୁଣ୍ଡା ଅଞ୍ଚଳର ତିନି ଜଣ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର…
Read More...

ବଲାଙ୍ଗୀରର ଛାତ୍ର ତାରାଚାନ୍‌ ରଣାଙ୍କ ଇଞ୍ଜିନିୟରିଂ ପଢିବା ସ୍ବପ୍ନ ପୂରଣ କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର / ଭୁବନେଶ୍ୱର : ବଲାଙ୍ଗୀର ବଙ୍ଗମୁଣ୍ଡା ତହସିଲର ଜଣେ ପ୍ରତିଭାବାନ ଛାତ୍ର ତାରାଚାନ୍‌ ରଣାଙ୍କ ଇଞ୍ଜିନିୟରିଂ ପଢିବା ସ୍ବପ୍ନକୁ ପୂରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଅର୍ଥ ଅଭାବରୁ…
Read More...

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢିଲା

ଭୁବନେଶ୍ୱର : ପୂଜା ପୂର୍ବରୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ଭେଟି ଦେଇଛନ୍ତି। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି। ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଜୁଲାଇ ୨୧ରୁ…
Read More...

ବଡ ମେଡିକାଲରେ ଇକମୋ ଚିକିତ୍ସା ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

କଟକ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକର ଶ୍ରୀରାମଚନ୍ଦ୍ର ଭଂଜ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ସ୍ଥାପିତ ହୋଇଥିବା ୯ଟି ଏକ୍‌ମୋ ମେସିନକୁ ଜନସାଧାରଣଙ୍କ ପାଇଁ ଲୋକାର୍ପିତ କରିଛନ୍ତି। ମୁଖ୍ୟମନ୍ତ୍ରୀ …
Read More...

ଟୋକିଓ ଅଲିମ୍ପିକ୍ସ ହକି ତାରକାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ଟୋକିଓ ଅଲିମ୍ପିକ୍ସ ହକି ତାରକାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି । କଳିଙ୍ଗ ଷ୍ଟାଡିୟମରେ ଉଭୟ ମହିଳା ଓ ପୁରୁଷ ୪ ହକି ତାରକାଙ୍କୁ ସ୍ୱତନ୍ତ୍ର ସମ୍ବର୍ଦ୍ଧିତ କରିଛନ୍ତି…
Read More...

ମହିଳା ହକି ଟିମକୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର : ମହିଳା ହକି ଟିମ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଛନ୍ତି । ଭିଡିଓ କନଫରେନସିଂରେ ନବୀନ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଗ୍ରେଟ ବ୍ରିଟେନ ବିରୋଧରେ…
Read More...

ଆଜି ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଭୁବନେଶ୍ୱର : ରାଜ୍ୟରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାକୁ ଲାଗିଛି। ଦେଶ ସମେତ କିଛି ରାଜ୍ୟରେ ହୁ ହୁ ହୋଇ ପଜିଟିଭ ସଂଖ୍ୟା ବଢୁଥିବାରୁ ସ୍ୱତନ୍ତ୍ର ନିୟମ ଲାଗୁ କରାଯାଉଛି। କରୋନା…
Read More...

ଲୋୟର ଇନ୍ଦ୍ର ପ୍ରକଳ୍ପ ସାରା ରାଜ୍ୟ ପାଇଁ ଗୁରୁତ୍ୱ – ମୁଖ୍ୟମନ୍ତ୍ରୀ

https://youtu.be/9xLloHyIJqo ଆସନ୍ତା ବର୍ଷ ସୁଦ୍ଧା ନୂଆପଡାର ସବୁ ପରିବାରକୁ ଶତ ପ୍ରତିଶତ ପାଇପ ପାଣି ଯୋଗାଇ ଦିଆଯିବ। ଏଥିପାଇଁ ୭୦୦ କୋଟି ଟଙ୍କାର ୨୦୫ଟି ପାଇପ ଜଳ ଯୋଗାଣ ପ୍ରକଳ୍ପ ଓ ଗୋଟିଏ ବୃହତ ଜଳ ଯୋଗାଣ…
Read More...

୮୪ଟି ୧୦୮ ଆମ୍ବୁଲାନ୍ସର ଶୁମ୍ଭାରମ୍ଭ

ଭୁବନେଶ୍ୱର : ରାଜ୍ୟରେ ଜରୁରୀ ସ୍ୱାସ୍ଥ୍ୟସେବା ଆହୁରି ଅଧିକ ସୁଦୃଢ ହେବ। ନୂଆବର୍ଷରେ ନୂଆ ଆମ୍ବୁଲାନ୍ସ ଆରମ୍ଭ ହୋଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୮୪ଟି ନୂଆ ତଥା ଅତିରିକ୍ତ ୧୦୮ ଆମ୍ବୁଲାନ୍ସକୁ…
Read More...