Browsing Tag

cm visit

ଆଜି କେନ୍ଦୁଝର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ: ମା ତାରିଣୀଙ୍କୁ କରିବେ ଦର୍ଶନ

ଭୁବନେଶ୍ଵର: ଆଜି ଦିନିକିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଦିନ ସାଢେ ୧୧ଟା ଭୁବନେଶ୍ଵର ବିମାନ ବନ୍ଦରରୁ ବାହାରି ୧୨ଟା ୧୦ ମିନିଟ୍‌ ସମୟରେ ଘଟଗାଁସ୍ଥିତ ତାରିଣୀ ବିଦ୍ୟାପୀଠ…
Read More...

ମହିଳା ଦିବସରେ ବ୍ରହ୍ମପୁର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଛତ୍ରପୁର : ଆସନ୍ତା ୮ତାରିଖ ଦିନ ବିଶ୍ବ ମହିଳା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଗସ୍ତରେ ଆସୁଛନ୍ତି। ବ୍ରହ୍ମପୁର ସ୍ଥିତ ଆମ୍ବପୁଆ ବିବେକ ବିହାରଠାରେ ଆୟୋଜିତ ବିରାଟ ଜନସଭାରେ…
Read More...

ଆଜିଠୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ। ଆଜିଠୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ସହିତ ସେ ରାଜସ୍ଥାନ ଗସ୍ତ କରିବେ ବୋଲି ସୂଚନା ମିଳିଛି। ଆଜିଠାରୁ ୨୧ ତାରିଖ…
Read More...

ଭାରତ- ସିଙ୍ଗାପୁର ସମ୍ପର୍କକୁ ସୁଦୃଢ କରିବ ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଛଅ ଦିନିଆ ସିଙ୍ଗାପୁର ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଓ ତାଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ପ୍ରଥମ ଦିନରେ ରସାୟନ, ପେଟ୍ରୋ ରସାୟନ, ଅକ୍ଷୟ ଶକ୍ତି ଓ ଦକ୍ଷତା ବିକାଶ କ୍ଷେତ୍ରରେ…
Read More...

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ: ଆଜି ନିବେଶକ ସମ୍ମିଳନୀରେ ହେବେ ସାମିଲ

ଭୁବନେଶ୍ୱର/ନୂଆଦିଲ୍ଲୀ : ରାଜ୍ୟରେ ଆଗାମୀ ୫ବର୍ଷରେ ୫ଲକ୍ଷ କୋଟି ଟଙ୍କାର ପୁଞ୍ଜିବିନିଯୋଗ ହେବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି। ଅଧିକରୁ ଅଧିକ ଶିଳ୍ପ କାରଖାନା ସ୍ଥାପନ କରିବା ସକାଶେ ନିବେଶକଙ୍କୁ ଆମନ୍ତ୍ରଣ କରିବା…
Read More...

ଆଜିଠାରୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :  ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ ଏବଂ ଶିଳ୍ପ ବିଭାଗର ବରିଷ୍ଠ ଅଧିକାରୀ ନୂଆଦିଲ୍ଲୀ ଯାତ୍ରା କରିବେ ବୋଲି…
Read More...

ଆଜିଠୁ ଦୁଇ ଦିନିଆ ଝାଡଖଣ୍ଡ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ଝାଡ଼ଖଣ୍ଡ ଯିବାର କାର୍ଯ୍ୟକ୍ରମ ରହିଛି। ପଶ୍ଚିମ ସିଂହଭୂମର ଜଗନ୍ନାଥପୁରରେ ପ୍ରାକ୍ ନିର୍ବାଚନ ଶୋଭାଯାତ୍ରାରେ ଯୋଗଦେବେ।  ୧ ତାରିଖରେ ଚାଇଁବାସାର କୋଲ୍ ହାନ୍…
Read More...

ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାରଠାରୁ ଝାଡ଼ଖଣ୍ଡ ଯିବାର କାର୍ଯ୍ୟକ୍ରମ ରହିଛି। ପଶ୍ଚିମ ସିଂହଭୂମର ଜଗନ୍ନାଥପୁରରେ ପ୍ରାକ୍ ନିର୍ବାଚନ ଶୋଭାଯାତ୍ରାରେ ଯୋଗଦେବେ।  ୧ ତାରିଖରେ ଚାଇଁବାସାର କୋଲ୍ ହାନ୍…
Read More...

ମୁଖ୍ୟମନ୍ତ୍ରୀ ହେବା ପରେ ଆଜି ପ୍ରଥମଥର ଜନ୍ମମାଟିକୁ ଯିବେ ମୋହନ ଚରଣ ମାଝୀ

କେନ୍ଦୁଝର: ଆଜି ନିଜ ଗାଁ କେନ୍ଦୁଝର ରାଇକଳାକୁ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ସକାଳେ ପ୍ରଥମେ ରାଇକଳାରେ ଥିବା ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ। ସେଠାରୁ ସେ ଝୁମ୍ପୁରା ବ୍ଲକ ଯିବେ।…
Read More...

ଆଜି ଅପରାହ୍ଣରେ ପୁରୀ ଯିବେ ମୁଖ୍ୟମନ୍ତ୍ରୀ: ବୁଲିବେ ଶ୍ରୀଜଗନ୍ନାଥ ବଲ୍ଲଭ ପ୍ରମୋଦ ଉଦ୍ୟାନ

ପୁରୀ : ମଙ୍ଗଳବାର ଅପରାହ୍ନରେ ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୂଙ୍କୁ ଦର୍ଶନ କରିବା ସହ ଶ୍ରୀଜଗନ୍ନାଥ ବଲ୍ଲଭ ପ୍ରମୋଦ ଉଦ୍ୟାନ ବୁଲି ଦେଖିବେ । ମହାପ୍ରଭୁଙ୍କୁ ଦର୍ଶନ କରି ଫେରିବା…
Read More...