୨୨ରେ ଇଡି ଅଫିସ ଘେରିବ କଂଗ୍ରେସ SamajDigital (LS) Aug 19, 2024 ଭୁବନେଶ୍ୱର : ଅଖିଳ ଭାରତ କଂଗ୍ରେସ କମିଟି ଆହ୍ୱାନକ୍ରମେ ଦେଶବ୍ୟାପୀ ପ୍ରବର୍ତ୍ତନ ନିର୍ଦେଶାଳୟ ଅଫିସ ସମ୍ମୁଖରେ ୨୨ତାରିଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। ଏହି ପରିପ୍ରେକ୍ଷୀରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ… Read More...
ସୋମାଲିଆର ଏକ ହୋଟେଲରେ ଆତଙ୍କବାଦୀ ଆକ୍ରମଣ – ୩୫ ମୃତ, ୧୨୬ ଆହତ Samajalive Desk Aug 3, 2024 ଡେସ୍କ: ସୋମାଲିଆର ରାଜଧାନୀ ମୋଗାଦିଶୁର ସମୁଦ୍ର କୂଳର ଏକ ହୋଟେଲରେ ହୋଇଥିବା ଆକ୍ରମଣରେ ୩୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୨୬ ଜଣ ଆହତ ହୋଇଛନ୍ତି। ଆତଙ୍କବାଦୀ ସଂଗଠନ ଅଲକାଏଦା ସହ ଜଡିତ ସଶସ୍ତ୍ର ଗୋଷ୍ଠୀ ଅଲ-ଶବାବ… Read More...
ଉତ୍ତରାଖଣ୍ଡରେ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ଜାରି Samajalive Desk Aug 3, 2024 ଡେସ୍କ: ଉତ୍ତରାଖଣ୍ଡର ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳରେ ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆଜି ଡେରାଡୁନରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ବରିଷ୍ଠ ଅଧିକାରୀମାନଙ୍କୁ… Read More...
ଶାନ୍ତ ରହିବାକୁ ଚେଷ୍ଟା କରୁଥିଲି, କିନ୍ତୁ ନର୍ଭସ୍ ଥିଲି – ମନୁ ଭାକର Samajalive Desk Aug 3, 2024 ଡେସ୍କ: ଭାରତୀୟ ସୁଟର ମନୁ ଭାକର ଆଜି ୨୫ ମିଟର ବନ୍ଧୁକ ଚାଳନା ଫାଇନାଲରେ ଟିକେ ନର୍ଭସ୍ ଅନୁଭବ କରିଥିବା ସ୍ୱୀକାର କରିଛନ୍ତି। ଚତୁର୍ଥ ସ୍ଥାନରେ ରହି ପ୍ୟାରିସ ଅଲିମ୍ପିକ୍ସରେ ତୃତୀୟ ବ୍ୟକ୍ତିଗତ ପଦକ ପାଇବାରୁ ବଞ୍ଚିତ… Read More...
ବୁଲା କୁକୁରଙ୍କୁ ଟୀକା, ଓଡିଶା ହେବ ଜଳାନ୍ତକ ମୁକ୍ତ Samajalive Desk Aug 3, 2024 ଡେସ୍କ: ରାଜ୍ୟରେ ଦିନକୁ ଦିନ ବୁଲା କୁକୁରଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଦୁର୍ଘଟଣା ସଂଖ୍ୟା ବୃଦ୍ଧି ପାଉଛି। ଏହାଛଡା ଗତ କିଛି ବର୍ଷ ମଧ୍ୟରେ ବୁଲା କୁକୁରଙ୍କ ଆକ୍ରମଣରେ ଛୋଟ ପିଲାଙ୍କ ଜୀବନ ମଧ୍ୟ ଯାଇଛି। ଏସବୁକୁ… Read More...
ଜାରି ରହିବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା – ସ୍ୱାସ୍ଥ୍ୟମନ୍ତ୍ରୀ Samajalive Desk Aug 3, 2024 ଡେସ୍କ: ରାଜ୍ୟରେ ନୂଆ ସରକାର ଗଠନ ହେବା ଦିନ ଠାରୁ ଲୋକମାନଙ୍କ ମନରେ ଗୋଟିଏ ପ୍ରଶ୍ନ, କଣ ହେବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଭବିଷ୍ୟତ। ରାଜ୍ୟରେ ନୂଆ ବିଜେପି ସରକାର ଶପଥ ଗ୍ରହଣ କରିବାର ୨ ଦିନ ପୂର୍ବରୁ ଏ ନେଇ… Read More...
ବିଶ୍ୱ ଖାଦ୍ୟ ସୁରକ୍ଷାର ସମାଧାନ ଉପରେ କାମ କରୁଛି ଭାରତ – ପ୍ରଧାନମନ୍ତ୍ରୀ ମୋଦୀ Samajalive Desk Aug 3, 2024 ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ଭାରତ ଏବେ ଖାଦ୍ୟ ବଳକା ଦେଶ ଏବଂ ବିଶ୍ୱ ଖାଦ୍ୟ ସୁରକ୍ଷାର ସମାଧାନ ଦିଗରେ କାର୍ଯ୍ୟ କରୁଛି। ଆଜି କୃଷି ଅର୍ଥଶାସ୍ତ୍ରୀଙ୍କ ଅନ୍ତର୍ଜାତୀୟ ସମ୍ମିଳନୀକୁ ସଂବୋଧିତ… Read More...
ଶୀଘ୍ର ଆଇଟିଆର ଦାଖଲ ପାଇଁ ଅନୁରୋଧ କଲା ଆୟକର ବିଭାଗ Samajalive Desk Aug 2, 2024 ଡେସ୍କ: ଆୟକର ଦାଖଲ ନିମନ୍ତେ ସମୟସୀମା ଗତ ଜୁଲାଇ ମାସ ୩୧ ରହିଥିଲା ବେଳେ ଯେଉଁମାନେ କୌଣସି କାରଣରୁ ଆଇଟିଆର ଦାଖଲ କରିପାରିନାହାନ୍ତି, ସେମାନଙ୍କୁ ଶୀଘ୍ର ଆଇଟିଆର ଦାଖଲ ନିମନ୍ତେ ଇ-ଫାଇଲିଂ କରିବାକୁ ଆୟକର ବିଭାଗ… Read More...
ପ୍ରଥମ ଦିନିକିଆ କ୍ରିକେଟରେ ଭାରତ ଆଗରେ ଶ୍ରୀଲଙ୍କାର ୨୩୧ ରନର ଟାର୍ଗେଟ Samajalive Desk Aug 2, 2024 ଡେସ୍କ: ଶ୍ରୀଲଙ୍କାର ପ୍ରେମଦାସା ଷ୍ଟାଡିଅମରେ ଆଜି ଚାଲିଥିବା ୩ ମ୍ୟାଚ ବିଶିଷ୍ଟ ଆନ୍ତର୍ଜାତିକ କ୍ରିକେଟ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଶ୍ରୀଲଙ୍କା, ଭାରତ ଆଗରେ ୨୩୧ ରନର ଟାର୍ଗେଟ ରଖିଛି। ଆଜି ଟସ… Read More...
୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୨.୬୯ କୋଟିରୁ ଅଧିକ ଆଇଟିଆର ଯାଞ୍ଚ ଶେଷ Samajalive Desk Aug 2, 2024 ଡେସ୍କ: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଦାଖଲ ହୋଇଥିବା ୭.୨୮ କୋଟି ଆଇଟିଆର ମଧ୍ୟରୁ ୪୫.୭୭% ଆଇଟିଆର-୧ (୩.୩୪ କୋଟି), ୧୪.୯୩% ଆଇଟିଆର-୨ (୧.୦୯ କୋଟି), ୧୨.୫୦% ଆଇଟିଆର-୩ (୯୧.୧୦ ଲକ୍ଷ), ୨୫.୭୭% ଆଇଟିଆର-୪ (୧.୮୮… Read More...