Browsing Tag

Congress

କୃତ୍ରିମ ବୁଦ୍ଧିମତା କ୍ଷେତ୍ରରେ ଭାରତ ସବୁଠାରୁ ବଡ ବଜାର – ମାର୍କ ଜୁକରବର୍ଗ

ଡେସ୍କ: ମେଟା ପ୍ରତିଷ୍ଠାତା ତଥା ସିଇଓ ମାର୍କ ଜୁକରବର୍ଗ କହିଛନ୍ତି ଯେ କୃତ୍ରିମ ବୁଦ୍ଧିମତା (ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ) ବ୍ୟବହାର ପାଇଁ ଭାରତ ଏବେ ସେମାନଙ୍କର ସବୁଠାରୁ ବଡ଼ ବଜାର। ଜୁକରବର୍ଗ କହିଛନ୍ତି ଯେ…
Read More...

ୱାୟନାଡ ଭୂସ୍ଖଳନ ପ୍ରସଙ୍ଗ – ଅମିତ ଶାହାଙ୍କ ଆଗୁଆ ଚେତାବନୀ ଦାବିକୁ ଖଣ୍ଡନ କଲେ କେରଳ ମୁଖ୍ୟମନ୍ତ୍ରୀ

ଡେସ୍କ: ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନ ହେବା ପୂର୍ବରୁ ରାଜ୍ୟକୁ ଆଗୁଆ ପାଣିପାଗ ସତର୍କ ସୂଚନା ଦିଆଯାଇଥିଲା ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଦାବିକୁ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଖଣ୍ଡନ…
Read More...

ମିଳିଲା କେରଳ ଭୂସ୍ଖଳନରେ ନିଖୋଜ ଓଡିଆ ଡାକ୍ତରଙ୍କ ମୃତଦେହ

ଡେସ୍କ: କେରଳ ଭୂସ୍ଖଳନରେ ଓଡ଼ିଆ ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରାଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି। ଡାକ୍ତର ବିଷ୍ଣୁ ପ୍ରସାଦଙ୍କ ମୃତଦେହ ମିଳିଥିବା ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ…
Read More...

ପାକିସ୍ତାନରେ ସିଆ-ସୁନ୍ନି ବିବାଦ, ଗଲାଣି ୪୮ ଜୀବନ

ଡେସ୍କ: ଅନ୍ୟ ଦେଶ ବିଶେଷ କରି ଭାରତରେ ସବୁ ସମୟରେ ଅଶାନ୍ତ ପରିସ୍ଥିତି ସୃଷ୍ଟି କରୁଥିବା ପାକିସ୍ତାନର ଉତର-ପଶ୍ଚିମ ଆଦିବାସୀ ଜିଲ୍ଲାରେ ଅଶାନ୍ତି ଦେଖାଦେଇଛି। ଭୂମି ବିବାଦକୁ ନେଇ ସୁନି ଓ ସିଆ ଜନଜାତିଙ୍କ ମଧ୍ୟରେ…
Read More...

ରିପୋର୍ଟ ଆସିଲା ପରେ ଚାଷୀଙ୍କୁ ମିଳିବ କ୍ଷତିପୂରଣ – କୃଷିମନ୍ତ୍ରୀ

ଡେସ୍କ: ରାଜସ୍ଵ ନିରୀକ୍ଷକଙ୍କ ଠାରୁ ସମ୍ପୂର୍ଣ୍ଣ ତଥ୍ୟ ମିଳିବା ପରେ ଚଳିତ ବର୍ଷ ଲଗାଣ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆଜି…
Read More...

ରାଜ୍ୟରେ ପ୍ରତିଷ୍ଠା ହେବ ୫୮ଟି ନୂଆ ଶୀତଳ ଭଣ୍ଡାର – ମନ୍ତ୍ରୀ

ଡେସ୍କ: କୃଷି ଉତ୍ପାଦ ସଂରକ୍ଷଣ କରିବା ଏବଂ କୃଷକମାନଙ୍କ ପାଇଁ ସେମାନଙ୍କ ଉତ୍ପାଦିତ ଦ୍ରବ୍ୟ ସଂରକ୍ଷଣ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଆଗାମୀ ଦିନରେ ୫୮ଟି ଶୀତଳ ଭଣ୍ଡାର ସ୍ଥାପନ ପାଇଁ ଲକ୍ଷ ରଖିଥିବା ବିଧାନସଭାରେ…
Read More...

୧୦୦ କୋଟି ଟଙ୍କାର ଛାତ୍ରବୃତ୍ତି ସିଧାସଳଖ ପଠାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଡେସ୍କ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନୂଆଦିଲ୍ଲୀରେ ଜାତୀୟ ଆପ୍ରେଣ୍ଟିସିପ୍ ପ୍ରଶିକ୍ଷଣ ଯୋଜନା-ଏନ୍ଏଟିଏସ୍ ୨.୦ ପୋର୍ଟାଲର ଶୁଭାରମ୍ଭ କରିବା ସହ ଡାଇରେକ୍ଟ ବେନିଫିଟ୍ ଟ୍ରାନ୍ସଫର ଜରିଆରେ…
Read More...

୫୬ତମ ଅନ୍ତର୍ଜାତୀୟ ରସାୟନ ବିଜ୍ଞାନ ଅଲିମ୍ପିଆଡ, ଭାରତକୁ ଗୋଟିଏ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ଗୋଟିଏ କାଂସ୍ୟ

ଡେସ୍କ: ୫୬ତମ ଅନ୍ତର୍ଜାତୀୟ ରସାୟନ ବିଜ୍ଞାନ ଅଲିମ୍ପିଆଡରେ ଭାରତୀୟ ଦଳ ଗୋଟିଏ ସ୍ୱର୍ଣ୍ଣ, ଦୁଇଟି ରୌପ୍ୟ ଓ ଗୋଟିଏ କାଂସ୍ୟ ପଦକ ଜିତିଛି। ଚଳିତ ମାସ ୨୧ରୁ ୩୦ ତାରିଖ ପର୍ଯ୍ୟନ୍ତ ସାଉଦି ଆରବର ରିୟାଦ୍ ସହରରେ ଏହି…
Read More...

କେରଳ ୱାଏନାଡ ଭୂସ୍ଖଳନ, ମୃତ୍ୟୁ ସଂଖ୍ୟା ୧୦୦କୁ ବୃଦ୍ଧି

ଡେସ୍କ: କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ କହିଛନ୍ତି ଯେ ଭୂସ୍ଖଳନ ପ୍ରଭାବିତ ୱାୟନାଡ ଜିଲ୍ଲାରୁ ଏପର୍ଯ୍ୟନ୍ତ ୯୩ଟି ମୃତଦେହ ଉଦ୍ଧାର କରାଯାଇଛି। ତିରୁବନନ୍ତପୁରମରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସମ୍ବୋଧିତ କରି…
Read More...

ହାଓଡ଼ା-ମୁମ୍ବାଇ ରେଳ ଦୁର୍ଘଟଣା, ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ଶେଷ

ଡେସ୍କ: ଝାଡ଼ଖଣ୍ଡରେ ହାଓଡ଼ା-ମୁମ୍ବାଇ ରେଳ ଦୁର୍ଘଟଣା ପରେ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଚକ୍ରଧରପୁର ରେଳଡିଭିଜନ ଅନ୍ତର୍ଗତ ପୋଟୋବେଡା ଗାଁ ନିକଟରେ ବରବାମ୍ବୋ ଓ ଖାରସାୱା ରେଳ ଷ୍ଟେସନ ମଧ୍ୟରେ ଆଜି ସକାଳେ…
Read More...