Browsing Tag

corona death

ଆଉ ୧୩ ଜଣଙ୍କ ଜୀବନ ନେଲା ମହାମାରୀ କରୋନା, ୧୨୭୨ରେ ପହଞ୍ଚିଲା ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରୁ ଆଜି ଆଉ ୧୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜି ମୃତ୍ୟୁ ବରଣ କରିଥିବା ୧୩ ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୭୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…
Read More...

ଆଜି କରୋନାରେ ସର୍ବାଧିକ ୧୦ ମୃତ, ୧୩୦କୁ ବଢ଼ିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ଵର: ରାଜ୍ୟରେ ଆଜି ସର୍ବାଧିକ ୧୦ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଗଞ୍ଜାମରୁ ୩, ସୁନ୍ଦରଗଡ଼ ଓ ବାଲେଶ୍ଵରରୁ ୨ ଜଣ ଲେଖାଏ ଏବଂ ଗଜପତି, ରାୟଗଡ଼ା ଓ ଝାରସୁଗୁଡ଼ାରୁ ଜଣେ ଲେଖାଏ ରହିଛନ୍ତି। ଫଳରେ ମୋଟ ମୃତ୍ୟୁ…
Read More...

ଆଜି କରୋନାରେ ୬ ମୃତ, ଗଲାଣି ୧୨୦ ଜୀବନ

ଭୁବନେଶ୍ଵର: ରାଜ୍ୟରେ ଆଜି କରୋନା ଭୂତାଣୁରେ ଆଉ ୬ ଜଣଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲାର ସର୍ବାଧିକ ୩ ଜଣ ରହିଥିବାବେଳେ ଭଦ୍ରକ, ଗଜପତି ଓ ରାୟଗଡ଼ା ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତ ରହିଛନ୍ତି। ମୃତକଙ୍କ ମଧ୍ୟରେ ୪…
Read More...

ଆଉ ୬ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୦୦ ଟପିଲା

ଭୁବନେଶ୍ଵର: ରାଜ୍ୟରେ ମଙ୍ଗଳବାର ଆଉ ୬ଟି ମୁଣ୍ଡ ନେଇଛି କରୋନା ଭୂତାଣୁ। ସେମାନଙ୍କ ମଧ୍ୟରେ ଜଣେ ମହିଳା ଥିବାବେଳେ ଅନ୍ୟମାନେ ପୁରୁଷ। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୦ ଅତିକ୍ରମ କରିଛି। ମଙ୍ଗଳବାର…
Read More...

କରୋନାରେ ଆଉ ୬ ମୃତ; ଗଞ୍ଜାମରୁ ୫, ଗଜପତିରୁ ଜଣେ

ଭୁବନେଶ୍ଵର: କରୋନା ଭୂତାଣୁ ରାଜ୍ୟରେ ଆଉ ୬ଟି ମୁଣ୍ଡ ନେଇଛି। ଏହି ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ୫ ଜଣ ଏବଂ ଗଜପତି ଜିଲାରୁ ଜଣେ ରହିଛନ୍ତି। ଫଳରେ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୭ରେ ପହଞ୍ଚିଛି। ସେଥିମଧ୍ୟରୁ…
Read More...

ଆମେରିକାରେ ୪୦ ହଜାର ଟପିଲା ମୃତ୍ୟୁ ସଂଖ୍ୟା, ୭ଲକ୍ଷ ୫୯ ହଜାର ଆକ୍ରାନ୍ତ

ୱାଶିଂଟନ: ଆମେରିକାରେ କରୋନା ଭୂତାଣୁ ଦିନକୁ ଦିନ ଭୟଙ୍କର ରୂପ ନେବାରେ ଲାଗିଛି। ଦେଶରେ କରୋନା ଭୂତାଣୁ ଯୋଗୁ ମୃତ୍ୟୁ ସଂଖ୍ୟା ୪୦ ହଜାର ଅତିକ୍ରମ କରିଛି। ଜନ୍ସ ହପକିନ୍‌ସ ବିଶ୍ଵବିଦ୍ୟାଳୟ ତଥ୍ୟ ଅନୁସାରେ ସୋମବାର…
Read More...

କରୋନା ମୃତ୍ୟୁ ସଂଖ୍ୟା ୫୦ ଛୁଇଁଲା, ୧୯୬୫ ଆକ୍ରାନ୍ତ

ନୂଆଦିଲ୍ଲୀ: ମହାମାରୀ କରୋନା ଭୂତାଣୁ ଯୋଗୁ ଭାରତରେ ମୃତ୍ୟୁ ସଂଖ୍ୟା ୫୦ ଛୁଇଁଛି। ଏହା ସହିତ ଆକ୍ରାନ୍ତଙ୍କ ସଂଖ୍ୟା ୧୯୬୫ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୫୦ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୧୭୬୪ ଜଣ ଏବେ…
Read More...

କରୋନା: ଦେଶରେ ସବୁଠୁ କମ୍‌ ବୟସର ରୋଗୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଭାରତରେ କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ୧୪୬୬ରେ ପହଞ୍ଚିଛି। ଏହା ସହିତ ୩୮ ଜଣଙ୍କ ମୃତ୍ୟୁ ଘଟିସାରିଛି। ତେବେ ବୁଧବାର ଦେଶର ସବୁଠୁ କମ୍‌ ବୟସର ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହି ମୃତକଙ୍କ ବୟସ ୨୫…
Read More...

‘କରୋନା’ ମୃତ୍ୟୁ ସଂଖ୍ୟା ୩ ହଜାର ଟପିଲା, ଆମେରିକାରେ ୨ ମୃତ

ନୂଆଦିଲ୍ଲୀ/ବେଜିଂ/ୱାଶିଂଟନ: ଚୀନର ଉହାନ ସହରରୁ ବ୍ୟାପିଥିବା କରୋନା ଭୂଜାଣୁ ଯୋଗୁ ସାରା ବିଶ୍ଵରେ ମୃତ୍ୟୁ ସଂଖ୍ୟା ୩ ହଜାର ଟପିଛି। ଏହି ଭୂତାଣୁ ବର୍ତ୍ତମାନ ସୁଦ୍ଧା ୭୦ ଦେଶକୁ ବ୍ୟାପି ସାରିଥିବାବେଳେ କେବଳ ଚୀନରେ…
Read More...

ଚୀନ ସ୍ଥିତି ଭୟଙ୍କର: କରୋନା ମୃତ୍ୟୁ ସଂଖ୍ୟା ୨ ହଜାର ଟପିଲା, ଆଗକୁ ଔଷଧ ସଙ୍କଟ ଆଶଙ୍କା

ବେଜିଂ/ନୂଆଦିଲ୍ଲୀ: ଚୀନରେ ପ୍ରାଣଘାତୀ ‘କରୋନା’ ଭୂତାଣୁ ଯୋଗୁ ସ୍ଥିତି ଦିନକୁ ଦିନ ଅଧିକ ଭୟଙ୍କର ହେବାରେ ଲାଗିଛି। ମହାମାରୀ ରୂପ ନେଇ ସାରିଥିବା କରୋନା ଭୂତାଣୁ ଦ୍ବାରା ଆକ୍ରାନ୍ତ ହୋଇ ୨୦୦୫ ଜଣଙ୍କ ମୃତ୍ୟୁ ଘଟି…
Read More...