Browsing Tag

Corona in India

ଏବେ ଲଢ଼େଇର ବେଳ ନୁହଁ, ଉପରାଜ୍ୟପାଳଙ୍କ ଆଦେଶ ପାଳନ କରାଯିବ: କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀର ହସ୍ପିଟାଲଗୁଡ଼ିକରେ କେବଳ ଦିଲ୍ଲୀର କରୋନା ରୋଗୀଙ୍କୁ ଚିକିତ୍ସା ସୁବିଧା ମିଳିବା ନେଇ ସରକାରଙ୍କ ନିଷ୍ପତ୍ତିକୁ ଉପରାଜ୍ୟପାଳ ନିଜର ଭିଟୋ କ୍ଷମତା ବଳରେ ରଦ୍ଦ କରିଦେଇଥିଲେ। ଦିଲ୍ଲୀରେ ଥିବା…
Read More...

ମହାରାଷ୍ଟ୍ରରେ ୯୦ ହଜାର ଡେଇଁଲା କରୋନା: ଜାଣନ୍ତୁ, କେଉଁ ରାଜ୍ୟରେ କେତେ ସଂକ୍ରମିତ ଓ କେତେ ମୃତ ?

ମୁମ୍ବଇ: ମହାରାଷ୍ଟ୍ର ଦେଶର କରୋନା କ୍ୟାପିଟାଲରେ ପରିଣତ ହୋଇଛି। ଏଠାରେ କରୋନା ସଂକ୍ରମିତ ଏବଂ ମୃତୁ୍ୟ ସଂଖ୍ୟା ସବୁଠୁ ଅଧିକ। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାର ଡେଇଁଛି। ବୁଧବାର ସୁଦ୍ଧା ରାଜ୍ୟରେ ୯୦…
Read More...

ରାଜ୍ୟରେ ୧୧୦ ନୂଆ କରୋନା ସଂକ୍ରମିତ ଚିହ୍ନଟ, ମୋଟ ସଂଖ୍ୟା ୩୨୫୦କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ବୁଧବାର ଆଉ ୧୧୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୨୫୦କୁ ବୃଦ୍ଧି ପାଇଛି। ଏହି ନୂଆ ଆକ୍ରାନ୍ତମାନେ ୧୭ଟି ଜିଲାରୁ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ…
Read More...

୨୪ ଘଣ୍ଟାରେ ୯୯୮୫ ନୂଆ ସଂକ୍ରମିତ ଚିହ୍ନଟ, ୨୭୯ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ଭୂତାଣୁ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ବୁଧବାର ସକାଳ ସାଢ଼େ ୯ଟା ସୁଦ୍ଧା​‌ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୬ ହଜାର ୫୮୩ରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା…
Read More...

ଜୁଲାଇ ସୁଦ୍ଧା ଦିଲ୍ଲୀରେ କରୋନା ୫.୫ ଲକ୍ଷ ଟପିବ: ଶିଶୋଦିଆ

ନୂଆଦିଲ୍ଲୀ: ଦିଲ୍ଲୀରେ ଯେଉଁଭଳି ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଛି ତାହା ଅତ୍ୟନ୍ତ ଚିନ୍ତାଜନକ। ଯଦି ଏହି ହାରରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼େ, ତେବେ ଆଗାମୀ ଜୁଲାଇ ଶେଷ ସୁଦ୍ଧା ଏଠାରେ କରୋନା…
Read More...

୨୪ ଘଣ୍ଟାରେ ୯୯୮୭ ନୂଆ ସଂକ୍ରମିତ ଚିହ୍ନଟ, ୨୬୬ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୯୮୭ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୨୬୬ ଜଣଙ୍କର ମୃତ୍ୟୁ ଘଟିଛି। ଏହି ସଂଖ୍ୟାକୁ ମିଶାଇଲେ…
Read More...

କରୋନା: ଭାରତରେ ୪ ହଜାର ଟପିଲା ମୃତ୍ୟୁ ସଂଖ୍ୟା, ୨୪ ଘଣ୍ଟାରେ ୬୯୭୭ ସଂକ୍ରମିତ

ନୂଆଦିଲ୍ଲୀ: ଭାରତରେ କରୋନା ସ୍ଥିତି ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି। ଦେଶରେ ମୃତ୍ୟୁ ସଂଖ୍ୟା ସୋମବାର ୪ ହଜାର ଅତିକ୍ରମ କରି ୪୦୨୧ରେ ପହଞ୍ଚିଛି। ସେହିପରି ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ…
Read More...

ପୁଲିସ, ଅର୍ଦ୍ଧସାମରିକ ବଳ, ସ୍ବାସ୍ଥ୍ୟକର୍ମୀଙ୍କୁ ଦିଆଯିବ ହାଇଡ୍ରୋକ୍ସିକ୍ଲୋରୋକୁଇନ ଔଷଧ

ନୂଆଦିଲ୍ଲୀ: କରୋନା ଭୂତାଣୁ ବିରୋଧୀ ଯୁଦ୍ଧର ଆଗଧାଡ଼ିରେ ଛିଡ଼ା ହୋଇଥିବା ଯୋଦ୍ଧାମାନଙ୍କୁ ହାଇଡ୍ରୋକ୍ସିକ୍ଲୋରୋକୁଇନ ଔଷଧ ଦିଆଯିବ। କରୋନା ଡ୍ୟୁଟିରେ ମୁତୟନ ପୁଲିସ କର୍ମଚାରୀ, ଅର୍ଦ୍ଧସାମରିକ ବଳ ଏବଂ କଣ୍ଟେନମେଣ୍ଟ…
Read More...

ଅଣାୟତ୍ତ କରୋନା: ୨୪ ଘଣ୍ଟାରେ ୬୬୫୪ ନୂଆ ସଂକ୍ରମିତ, ମୃତ୍ୟୁ ସଂଖ୍ୟା ୩୭୨୦

ନୂଆଦିଲ୍ଲୀ: ଭାରତରେ କରୋନା ଭୂତାଣୁ ଅଣାୟତ୍ତ ହେବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ି ଚାଲିଛି, ଯାହା ଚିନ୍ତାର ବିଷୟ ପାଲଟିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୬୫୪ ନୂଆ ସଂକ୍ରମିତ ଚିହ୍ନଟ…
Read More...

୨୪ ଘଣ୍ଟାରେ ସର୍ବାଧିକ ୬୦୮୮ ନୂଆ ସଂକ୍ରମିତ, ମୃତ୍ୟୁ ସଂଖ୍ୟା ୩୫୮୩

ନୂଆଦିଲ୍ଲୀ: ଭାରତରେ କରୋନା ଭୂତାଣୁ ଦିନକୁ ଦିନ ଚିନ୍ତା ବଢ଼ାଉଛି। ପ୍ରତିଦିନ ୫ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ପ୍ରଥମ ଥର ପାଇଁ ସଂକ୍ରମିତଙ୍କ ଦିନକରେ ୬ ହଜାର ପାର୍‌ ହୋଇଛି। ଗତ ୨୪ ଘଣ୍ଟାରେ…
Read More...