Browsing Tag

Corona news

ହରଭଙ୍ଗାରୁ ୨ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ଛୁଇଁଲା ୨୫

ହରଭଙ୍ଗା: ବୌଦ୍ଧ ଜିଲ୍ଲାରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୦ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ହରଭଙ୍ଗା ବ୍ଲକ ହରଭଙ୍ଗା ପଞ୍ଚାୟତର ଅର୍ଖପଦରରୁ ଜଣେ, ଲୁଣିବାହାଲରୁ ଜଣେ ମୋଟ ୨ଜଣ ନୂଆ…
Read More...

ଆଜି ରାଜ୍ୟରେ ସୁସ୍ଥ ହେଲେ ୨୧୬୫ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୩୫୩୫୫୧କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ୨୧୬୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩୫୩୫୫୧କୁ ବୃଦ୍ଧି ପାଇଛି। ଆଜି ନୂଆପଡ଼ା ଜିଲାରୁ ସର୍ବାଧିକ ୪୧୦ଜଣ…
Read More...

ରାଜ୍ୟ କରୋନା: ୨୪ ଘଣ୍ଟାରେ ୨୯୭ ନୂଆ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କାୟା ମେଲାଇ ଚାଲିଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ପୁଣି ୨୯୭ ନୂଆ ସଂକ୍ରମଣ ମାମଲା ସାମ୍ନାକୁ ଆସିଛି। ଏଥି ମଧ୍ୟରୁ ୧୭୪ ସଙ୍ଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୧୨୩ ସ୍ଥାନୀୟ ସଂକ୍ରମିତ…
Read More...

ଅମୀରଙ୍କ ପରେ ମାଧବନ୍‌ଙ୍କୁ କରୋନା, ଅଭିନେତା କହିଲେ- ରେଞ୍ଚୋ… ଭାଇରସ୍‌ ନେ ପକଡ଼୍‌ ଲିଆ

ମୁମ୍ବଇ: ଅମୀର ଖାନଙ୍କ ପରେ ଏବେ କରୋନା କବଳରେ ଅଭିନେତା ଆର୍‌ ମାଧବନ୍। ଏନେଇ ମାଧବନ୍‌ ନିଜେ ସାମାଜିକ ଗଣମାଧ୍ୟମ ଜରିଆରେ ସୂଚନା ଦେଇଛନ୍ତି‌। ସେ ଏବେ ହୋମ୍‌ କ୍ବାରେଣ୍ଟାଇନରେ ଅଛନ୍ତି। ୨୦୦୯ରେ ମୁକ୍ତିଲାଭ କରିଥିବା…
Read More...

ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍‌, ୧୪୬ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୪୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୮୭ ଜଣ କ୍ୱାରେଣ୍ଟାଇନରୁ ଏବଂ ୫୯ ସ୍ଥାନୀୟ…
Read More...

କରୋନା ପ୍ରଭାବ: ମଧ୍ୟବିତ୍ତ ଶ୍ରେଣୀରୁ ତଳକୁ ଖସିଲେ ୩ କୋଟି ୨୦ ଲକ୍ଷ ଭାରତୀୟ

ନୂଆଦିଲ୍ଲୀ: ଭାରତରେ କରୋନା ମହାମାରୀର ସଙ୍କଟ ପୁଣି ବଢିବାରେ ଲାଗିଛି। ମହାମାରୀ ପାଇଁ ସମସ୍ତ କ୍ଷେତ୍ରରେ ଗଭୀର କ୍ଷତି ହୋଇଛି। ଚାକିରିଆଙ୍କ ଉପରେ ମଧ୍ୟ ଏହାର ଖରାପ ପ୍ରଭାବ ପଡ଼ିଛି। କେତେକ କ୍ଷେତ୍ରରେ ଲୋକେ ଚାକିରୀ…
Read More...

ଓଡ଼ିଶା କରୋନା: ୨୪ ଘଣ୍ଟାରେ ୭୧ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧରୁ ୪୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‍ କରୋନା…
Read More...

ମାଡ୍ରାସ ଆଇଆଇଟିରେ ୧୦୦ରୁ ଅଧିକ କରୋନା ପଜିଟିଭ୍‌, ବନ୍ଦ ହେଲା ଅନୁଷ୍ଠାନ

ଆଇଆଇଟି ମାଡ୍ରାସରେ ୧୦୦ରୁ ଅଧିକ ଛାତ୍ର ଏବଂ କର୍ମଚାରୀ କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ଏହାପରେ ଅନୁଷ୍ଠାନକୁ ବନ୍ଦ କରିଦିଆଯାଇଛି। ସଂକ୍ରମିତଙ୍କ ମଧ୍ୟରେ ମୋଟ ୧୦୪ ଛାତ୍ର ଓ ଅନ୍ୟ କର୍ମଚାରୀ ମଧ୍ୟ ରହିଛନ୍ତି।…
Read More...

କରୋନା ନେଲା ଆଉ ୫ ଜୀବନ

ଭୁବନେଶ୍ଵର: ରାଜ୍ୟରେ କରୋନା ଭୂତାଣୁ ଆଉ ୫ ଜୀବନ ନେଇଛି। ଗଞ୍ଜାମ ଜିଲାରୁ ସର୍ବାଧିକ ୩ ଜଣ ରହିଥିବାବେଳେ ଗଜପତି ଓ କନ୍ଧମାଳ ଜିଲାରୁ ଜଣେ ଲେଖାଏ ପ୍ରାଣ ହରାଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ପୁରୁଷ ଓ ଜଣେ ମହିଳା…
Read More...

୧୦ ଲକ୍ଷ ଟପିଲା କରୋନା, ମୃତ୍ୟୁ ସଂଖ୍ୟା ୨୫ ହଜାର ପାର୍‌

ନୂଆଦିଲ୍ଲୀ: କରୋନା ଭୂତାଣୁ ଯୋଗୁ ଦୈନିକ ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ୨୪ ଘଣ୍ଟାରେ ୩୨ ହଜାର ୬୯୫ ପଜିଟିଭ ଚିହ୍ନଟ ହୋଇଥିବାବେଳେ ଆଜି ସର୍ବାଧିକ ୩୪ ହଜାର ୯୫୬ ଜଣ ସଂକ୍ରମିତ…
Read More...