Browsing Tag

Covid-19

ଭାରତରେ ୧୪ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା, ୪.୪ ଲକ୍ଷରୁ ଊର୍ଦ୍ଧ୍ଵ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୧୪ ହଜାର ଅତିକ୍ରମ କରିଛି। ମଙ୍ଗଳବାର ସକାଳ ସୁଦ୍ଧା ଦେଶରେ ମୋଟ ୧୪ ହଜାର ୧୧ ଜଣ ଏହି ମହାମାରୀ ଭୂତାଣୁରେ ପ୍ରାଣ ହରାଇଛନ୍ତି। ଗତ ୨୪ ଘଣ୍ଟାରେ ୩୧୨ ଜଣଙ୍କ ମୃତ୍ୟୁ…
Read More...

ଦିନକରେ ୪୪୫ ମୃତ, ୧୪ ହଜାର ୮୨୧ ସଂକ୍ରମିତ

ନୂଆଦିଲ୍ଲୀ: ଭାରତରେ କରୋନା ଭୂତାଣୁ ଜନିତ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧୪ ହଜାର ୮୨୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଥି ବାବେଳେ ୪୪୫ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ…
Read More...

ଉପରାଜ୍ୟପାଳଙ୍କ ନିର୍ଦେଶକୁ ଦିଲ୍ଲୀ ସରକାରଙ୍କ ବିରୋଧ

ନୂଆଦିଲ୍ଲୀ: ଦିଲ୍ଲୀରେ କରୋନା ସଂକ୍ରମିତମାନେ ୫ଦିନ କ୍ବାରେଣ୍ଟାଇନ ସେଣ୍ଟରରେ ରହିବା ବାଧ୍ୟତାମୂଳକ ବୋଲି ଉପରାଜ୍ୟପାଳ ଅନିଲ ବୈଜଲ ଦେଇଥିବା ନିର୍ଦେଶକୁ ଦିଲ୍ଲୀ ସରକାର ବିରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ଅରବିନ୍ଦ…
Read More...

ଭାରତରେ ୪ ଲକ୍ଷ ନିକଟତର କରୋନା; ଦିନକରେ ୧୪,୫୧୬ ସଂକ୍ରମିତ, ୩୭୫ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ଭୂତାଣୁ ସଂକ୍ରମିତ ସଂଖ୍ୟା ୪ ଲକ୍ଷ ନିକଟତର ହୋଇଛି। ଗୋଟିଏ ଦିନରେ ୧୪ ହଜାର ୫୧୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ମୋଟ ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ୯୫ ହଜାର ୪୮ରେ ପହଞ୍ଚିଛି। ଏହା…
Read More...

ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର, କରୋନା ସାଙ୍ଗକୁ ନିମୋନିଆରେ ଆକ୍ରାନ୍ତ

ନୂଆଦିଲ୍ଲୀ: କରୋନା ଭୂତାଣୁରେ ସଂକ୍ରମିତ ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ସେ ଏବେ ଦିଲ୍ଲୀର ରାଜୀବ ଗାନ୍ଧୀ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସିତ…
Read More...

ଭାରତରେ ନିୟମିତ ବଢୁଛି ଦୈନିକ ସଂକ୍ରମିତ ସଂଖ୍ୟା; ୨୪ ଘଣ୍ଟାରେ ୧୩ ହଜାର ୫୮୬ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନା ଭୂତାଣୁ ଯୋଗୁ ଦୈନିକ ସଂକ୍ରମିତ ସଂଖ୍ୟା ନିୟମିତ ବୃଦ୍ଧି ପାଇବାରେ ଲାଗିଛି, ଯାହା ଏକ ଚିନ୍ତାର ବିଷୟ। ସପ୍ତାହକ ତଳେ ଦୈନିକ ଆକ୍ରାନ୍ତ ସଂଖ୍ୟା ୧୦ ହଜାର ଭିତରେ ରହୁଥିବାବେଳେ ଏବେ ତାହା…
Read More...

ଭାରତରେ ୧୨ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା, ଦିନକରେ ୩୩୭ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୧୨ ହଜାର ଅତିକ୍ରମ କରିଛି। ଗତ ମଙ୍ଗଳବାର ଗୋଟିଏ ଦିନରେ ୨୦୦୩ ରୋଗୀଙ୍କ ମୃତ୍ୟୁ ଘଟିବା ପରେ ଚିନ୍ତା ବଢ଼ିଯାଇଥିଲା। କିନ୍ତୁ ବୁଧବାର ମୃତ୍ୟୁ ସଂଖ୍ୟା ହ୍ରାସ ପାଇଛି। ଗତ…
Read More...

ଚିନ୍ତା ବଢ଼ାଇଲା କରୋନା; ଦିନକରେ ୨୦୦୩ ମୃତ, ୧୧ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ ମହାମାରୀ କରୋନା ଭୂତାଣୁ ଦିନକୁ ଦିନ ଭୟଙ୍କର ରୂପ ଧାରଣ କରୁଛି। ଗତ ୨୪ ଘଣ୍ଟାର ତଥ୍ୟ ମୁଣ୍ଡବିନ୍ଧାର କାରଣ ପାଲଟିଛି। କାରଣ ଏହି ୨୪ ଘଣ୍ଟାରେ ଦେଶରେ ୨୦୦୩ ରୋଗୀ କରୋନାରେ ପ୍ରାଣ ହରାଇଛନ୍ତି,…
Read More...

ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀଙ୍କଠାରେ କରୋନା ଲକ୍ଷଣ, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କଠାରେ କରୋନା ଲକ୍ଷଣ ଦେଖିବାକୁ ମିଳିଛି। ତାଙ୍କୁ ପ୍ରବଳ ଜ୍ଵର ହୋଇଥିବାବେଳେ ସେ ଶ୍ଵାସକ୍ରିୟାରେ କଷ୍ଟ ଅନୁଭବ କରିବା ପରେ…
Read More...

ଭାରତରେ କରୋନା: ପୁଣି ୩୮୦ ମୃତ, ୧୦ ହଜାର ନିଟକତର ହେଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ ମହାମାରୀ କରୋନା ଭୂତାଣୁ ଦିନକୁ ଦିନ ଭୟଙ୍କର ରୂପ ନେଉଛି। ଭୂତାଣୁ ଥମିବାର ନା ଧରୁନାହିଁ। ପ୍ରତିଦିନ ୧୦ ହଜାରରୁ ଅଧିକ ରୋଗୀ ଏଥିରେ ସଂକ୍ରମିତ ହେଉଛନ୍ତି। ମୃତ୍ୟୁ ସଂଖ୍ୟା ୧୦ ହଜାର ନିକଟତର…
Read More...