ବିବାହ ଭୋଜି ପାଲଟିଲା ସୁପର ସ୍ପ୍ରେଡର Samaja Digital Apr 6, 2021 ହାଇଦରାବାଦ: ତେଲେଙ୍ଗାନାରେ ଆୟୋଜିତ ଏକ ବିବାହ ଭୋଜି କୋଭିଡ-୧୯ ସଂକ୍ରମଣ ବ୍ୟାପିବାର ଏକ ବଡ କାରଣ ପାଲଟିଛି। ଏହି ବିବାହ ଭୋଜିରେ ଯୋଗଦେଇଥିବା ୮୭ ଜଣ ଅତିଥି କୋଭିଡ-୧୯ ପଜିଟିଭ ହୋଇଥିବା ଜଣାପଡିଛି। ସେମାନଙ୍କୁ… Read More...