ବନ୍ଦ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର
କଟକ: କଟକ ବିଡାନାସୀ ଥାନା ଅନ୍ତର୍ଗତ ନୂଆସାହି ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ଏକ ବନ୍ଦ ଘରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିପାରିନାହିଁ। ମିଳିଥିବା ସୂଚନା…
Read More...
Read More...