ସୁପ୍ରିମ କୋର୍ଟର ୫୦%ରୁ ଅଧିକ କର୍ମଚାରୀ କରୋନା ସଂକ୍ରମିତ: ଘରେ ରହି ବିଚାର କରିବେ ସୁପ୍ରିମକୋର୍ଟର ସମସ୍ତ ବିଚାରପତି
ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ କ୍ଷିପ୍ରଗତିରେ ମାଡିଚାଲିଛି। ଗତ ୧୪ ଘଣ୍ଟା ମଧ୍ୟରେ ଦେଶର ସୁପ୍ରିମକୋର୍ଟର ୫୦%ରୁ ଅଧିକ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଥିବା ଜଣାଯାଇଛି। ଏହି ରିପୋର୍ଟ…
Read More...
Read More...