Browsing Tag

encounter

ଏନକାଉଣ୍ଟରରେ ଟଳିଲେ ନକ୍ସଲ: ବନ୍ଧୁକ ସହ ବିପୁଳ ମାଓ ସାମଗ୍ରୀ ଜବତ

ମାଲକାନଗିରି: ଏନକାଉଣ୍ଟରରେ ଟଳିଲେ ଜଣେ ନକ୍ସଲ। ଛତିଶଗଡ ଧନତରୀ ଜିଲ୍ଲାରେ ପୁଲିସ୍ ଗୁଳିରେ ଜଣେ ମାଓବାଦୀ ନିହତ ହୋଇଛନ୍ତି। ଏସଏଲଆର ବନ୍ଧୁକ ସହ ମାଓ ସାମଗ୍ରୀ ଜବତ ହୋଇଛି। ମୁହକୋଟ ଆମଝର ଜଙ୍ଗଲରେ ଏନକାଉଣ୍ଟର…
Read More...

ଲାଲ ବାହିନୀଙ୍କ ଉପରେ ପୁଣି ହମ୍‌ଲା: ପୁଲିସ ଗୁଳିରେ ୫ ମାଓବାଦୀ ନିହତ

ମାଲକାନଗିରି : ଛତିଶଗଡ଼ର ନାରାୟଣପୁର ଓ ଦନ୍ତେୱାଡ଼ା ସୀମାବର୍ତ୍ତୀ ଅଞ୍ଚଳରେ ପୁଲିସ ସହ ଗୁଳି ବିନିମୟରେ ୫ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମାଓବାଦୀଙ୍କ ଆକ୍ରମଣରେ ୩ଜଣ ଡିଆର୍‌ଜି ଯବାନ ଆହତ ହୋଇଥିବା…
Read More...

ମାଓବାଦୀଙ୍କ ସହ ଗୁଳିବିନିମୟ, ଜଣେ ଯବାନ ଆହତ

ନୂଆପଡ଼ା: ନୂଆପଡ଼ା ଜିଲାର ସୁନାବେଡ଼ା ଅଭୟାରଣ୍ୟରେ ମାଓବାଦୀ ଏବଂ ଏସଓଜି ଯବାନଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏଥିରେ ଜଣେ ଯବାନ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ଚିକିତ୍ସା ପାଇଁ ତାଙ୍କୁ ଛତିଶଗଡ଼଼ର ରାୟପୁରକୁ…
Read More...

ଏନକାଉଣ୍ଟରରେ ୪ ମାଓବାଦୀ ନିପାତ

ମାଲକାନଗିରି: ଏନକାଉଣ୍ଟରରେ ଟଳିଲେ ୪ ମାଓବାଦୀ। ଛତିଶଗଡ ନାରାୟଣପୁର ଆବୁଜମାଡ ଜଙ୍ଗଲରେ ଏନକାଉଣ୍ଟର ହୋଇଛି। ତେବେ ଡିଆରଜି ଏବଂ ଏସଟିଏଫର ମିଳିତ କମ୍ବିଂ ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲା। ଗୁଳି ବିନିମୟରେ…
Read More...

ପୁଲଓ୍ବାମାରେ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ନୂଆଦିଲ୍ଳୀ; ଜମ୍ମୁକାଶ୍ମୀରର ପୁଲଓ୍ବାମାରେ ଏନକାଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ପୁଲଓ୍ବାମାର ଅର୍ଶିପୋରା ଅଞ୍ଚଳରେ ୨ରୁ ୩ଜଣ ଆତଙ୍କବାଦୀ ଲୁଚି ରହିଥିବାର ଖବର…
Read More...

ଛତିଶଗଡ଼ ପୁଲିସକୁ ବଡ଼ ସଫଳତା: ଯବାନଙ୍କ ଗୁଳିରେ ୪ ମାଓବାଦୀ ନିହତ

ମାଲକାନଗିରି: ଛତିଶଗଡ ପୁଲିସକୁ ବଡ ସଫଳତା ମିଳିଛି। ଛତିଶଗଡ ବିଜାପୁର ଜିଲ୍ଲା ଗଙ୍ଗଲୁର ଜଙ୍ଗଲରେ ଏନକାଉଣ୍ଟର। ଯବାନଙ୍କ ଗୁଳିରେ ୪ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣା ସ୍ଥଳରୁ ବିପୁଳ ମାଓ ସାମଗ୍ରୀ ସହ…
Read More...

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ମାଓବାଦୀ ନିହତ

ରାୟଗଡା:  ଛତିଶଗଡ ସୁକମାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର । ଏଥିରେ ଜଣେ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି।  ମାଓବାଦୀମାନେ ଲୁଚିଥିବାର ଖବର ପାଇଁ ସୁରକ୍ଷାକର୍ମୀମାନେ ଅପରେସନ୍ ଆରମ୍ଭ କରିଥିଲେ ।…
Read More...

ସୁରକ୍ଷାକର୍ମୀ-ନକ୍ସଲ ଗୁଳିବିନିମୟ: ୬ ନକ୍ସଲ ନିହତ

ମାଲକାନଗିରି: ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଏନକାଣ୍ଟର । ସୁରକ୍ଷା କର୍ମୀଙ୍କ ଗୁଳିରେ ଛଅ ଜଣ ମାଓବାଦୀ ନିହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଜଣେ ମହିଳା ମାଓବାଦୀ ରହିଛନ୍ତି । ଘଟଣା ସ୍ଥଳରୁ…
Read More...

ନଳୀକୁମ୍ଫା ଜଙ୍ଗଲରେ ଏନ୍‌କାଉଣ୍ଟର: ଛତ୍ରଭଙ୍ଗ ଦେଲେ ୨୫ରୁ ୩୦ମାଓବାଦୀ

ବୌଦ୍ଧ: ପୁଣି ବୌଦ୍ଧରେ ପୁଲିସ-ମାଓବାଦୀ ଗୁଳି ବିନିମୟ ହୋଇଛି। ବୌଦ୍ଧ-କନ୍ଧମାଳ ସୀମାନ୍ତ ନଳୀକୁମ୍ପା ଜଙ୍ଗଲରେ ମାଓବାଦୀ ଏବଂ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ମାଓ କ୍ୟାମ୍ପ ଧ୍ବଂସ ହୋଇଥିବାବେଳେ ୨୫ରୁ…
Read More...

ପୁଲୱାମାରେ ଗୁଳି ବିନିମୟ; ପାକିସ୍ତାନୀ ଲସ୍କର କମାଣ୍ଡର ସମେତ ୩ ନିହତ

ପୁଲୱାମା: ଦକ୍ଷିଣ କାଶ୍ମୀରର ପୁଲୱାମାରେ ଆତଙ୍କି ଏବଂ ଭାରତୀୟ ସୁରକ୍ଷା ବାହିନୀ ମଧ୍ୟରେ ଗୁଳି ବିନିମୟରେ ୩ ଆତଙ୍କି ପ୍ରାଣ ହରାଇଛନ୍ତି। ବୁଧବାର ପ୍ରତ୍ୟୁଷରେ ଏହି ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ପାକିସ୍ତାନୀ…
Read More...