Browsing Tag

kantabanji news

କଣ୍ଟାବାଞ୍ଜି ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ପିତୃମାତୃ ସମ୍ମିଳନୀ

କଣ୍ଟାବାଞ୍ଜି : ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, କଣ୍ଟାବାଞ୍ଜିରେ ଅନୁଷ୍ଠାନର ପରିଚାଳନା ସମିତିର ସଭାପତି ଶ୍ରୀ ରାମଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ପିତୃମାତୃ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଓଡ଼ିଶା ସରକାରଙ୍କ…
Read More...

ସମରସିଂହ ଗାଁରେ ମାଓ ପୋଷ୍ଟର

କଣ୍ଟାବାଞ୍ଜି : ତୁରେକେଲା ଥାନା ସମରସିଂ ଗାଁରେ ମାଓ ପୋଷ୍ଟର ବ୍ୟାନର ଦେଖିବାକୁ ମିଳିଛି । ବ୍ୟାନରରେ ପଞ୍ଚାୟତ ନିର୍ବାଚନ ବର୍ଜନ କରିବାକୁ ଲେଖାଯାଇଛି । ଗାଁରେ ଲୋକ ମାନେ ଏକଜୁଟ ହୋଇ ନିଜର ସରକାର ଗଠନ କରିବା,…
Read More...

ଧାମନଡଙ୍ଗା ଗାଁ ବୁଲାଣିରେ ଦୁର୍ଘଟଣା ; ୨ ମୃତ 

କଣ୍ଟାବାଞ୍ଜି :  କଣ୍ଟାବାଞ୍ଜି ଥାନା ଧାମନଡଙ୍ଗା ଗାଁ ବୁଲାଣି  ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବାଇକ ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଥିବା ବେଳେ ଏଥିରେ ଦୁଇ ଜଣଙ୍କ ମୃତ୍ୟୁ…
Read More...

ବ୍ଳକସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

କଣ୍ଟାବାଞ୍ଜି: ତୁରେକେଲା ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ୟ୍ୟାଳୟ ପରିସରରେ ସକରାତ୍ମକ ପରିବେଶ ସୃଷ୍ଟି ନିମନ୍ତେ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କ ସକାଶେ ବ୍ଳକସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ…
Read More...

ମମିତା ମେହେର ହତ୍ୟା ମାମଲା; ପରିବାରକୁ ଭେଟିଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

କଣ୍ଟାବାଞ୍ଜି : କଳାହାଣ୍ଡି ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ମୀନତି ବେହେରା ମମିତାଙ୍କ ଗାଁ ଝରଣୀରେ ପହଞ୍ଚିଛନ୍ତି । ମମିତାଙ୍କ…
Read More...

ପ୍ରଧାନ ଗୁରୁଜୀଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା

କଂଟାବାଞ୍ଜି  : ତୁରେକେଲା ବ୍ଲକ ଶିକ୍ଷା ଜିଲ୍ଲା ମାନ୍ଦଲା କ୍ଲଷ୍ଟର ଅନ୍ତର୍ଗତ ପାଟିମାଲ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଗୁରୁଜୀ ଗତ ୩୦ ତାରିଖ ଦିନ ଦୀର୍ଘ ୪୧ ବର୍ଷର ଚାକିରୀ ଜୀବନ ପରେ ଅବସର ଗ୍ରହଣ କରିଥିଲେ। ଏହି…
Read More...

ତେତେଲଖୁଣ୍ଟି ଗ୍ରାମରେ ବିଦ୍ୟୁତ୍ ସଂଯୋଗ ପରେ ବିଜେଡି ନେତାଙ୍କୁ ଭବ୍ୟ ସ୍ୱାଗତ

କଣ୍ଟାବାଞ୍ଜି: ତୁରେକେଲା ବ୍ଲକ ବଡଡକଲା ଗ୍ରାମ ପଂଚାୟତ ତେତେଲଖୁଣ୍ଟି ଗ୍ରାମରେ ଦୀର୍ଘ ୧ ମାସରୁ ଉର୍ଦ୍ଧ ହେବ ଟ୍ରାନ୍ସଫର୍ମର ପୋଡି ଯାଇଥିବାରୁ ଗ୍ରାମବାସୀ ମାନେ ଅନ୍ଧାରରେ ରହିବା ସହ ବହୁ ଅସୁବିଧାର ସମ୍ମୁଖୀନ…
Read More...

ମହିଳାଙ୍କ ସୁରକ୍ଷା ଯାତ୍ରାକୁ ନେଇ ଆରପିଏଫ୍ ପକ୍ଷରୁ ସଚେତନ

କଂଟାବାଞ୍ଜି : ଟ୍ରେନରେ ମହିଳାଙ୍କ ସୁରକ୍ଷା ଯାତ୍ରାକୁ ନେଇ ମଙ୍ଗଳବାର କଂଟାବାଞ୍ଜି ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଏକ ସଚେତନ ଶିବିର ପୁର୍ବତଟ ରେଳବାଇ ପୁଲିସ ପକ୍ଷରୁ ଶିବିର ଆୟୋଜିତ ହୋଇଯାଇଛି । ଏହି ଶିବିରରେ ରେଳ…
Read More...

ସୁନୀଲ ସାହୁଙ୍କ ଇଂରାଜୀ କବିତା ଉଚ୍ଚ ପ୍ରଶଂସିତ

କଣ୍ଟାବାଞ୍ଜି: ପଶ୍ଚିମ ଓଡ଼ିଶାର ଉଦୀୟମାନ ଇଂରାଜୀ ସାଲିଫର ଯୁବକବି ସୁନୀଲ ସାହୁଙ୍କ ଇଂରାଜୀ କବିତା ' ନିଉ ବ୍ରାଇଡ ' ହେଭେନ୍ସ ଆନ୍ତର୍ଜାତୀୟ କବିତା ଗ୍ରୁପର ହେଭେନ୍ସ ଉଇକଲି ଚଏସରେ ସ୍ଥାନୀତ…
Read More...

କଣ୍ଟାବାଞ୍ଜି ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁ ଦିବସ ପାଳନ 

କଣ୍ଟାବାଞ୍ଜି  : ସେପ୍ଟେମ୍ବର ୫ରେ ଭାରତ ମାତାଙ୍କ ଅନ୍ୟତମ ବରପୁତ୍ର ଡ.ସର୍ବପଲ୍ଲୀ ରାଧା କ୍ରୀଷ୍ଣନ୍ ଙ୍କ ପବିତ୍ର ଜୟନ୍ତୀ ଅବସରରେ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, କଣ୍ଟାବାଞ୍ଜିରେ' ଗୁରୁ ଦିବସ' ଉତ୍ସବ ପାଳିତ…
Read More...