Patra electronics
Browsing Tag

lucknow news

ସମାଜବାଦୀ ପାର୍ଟିକୁ ପୁଣି ଫେରିବେ କି ଅପର୍ଣ୍ଣା ଯାଦବ? ଜାଣନ୍ତୁ କାହିଁକି ବଢିଲା ଚର୍ଚ୍ଚା

ସମାଜ ଡିଜିଟାଲ ଡେସ୍କ: ସମାଜବାଦୀ ପାର୍ଟିର ସଂସ୍ଥାପକ ମୁଲାୟମ ସିଂହ ଯାଦବକଙ୍କ ସାନ ବୋହୂ ଅପର୍ଣ୍ଣା ଯାଦବ ଘରକୁ ଫେରିପାରନ୍ତି। ବିଜେପି ଛାଡି ସେ ପୁଣି ଥରେ ସମାଜବାଦୀ ପାର୍ଟିରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଛି।…
Read More...

ପତ୍ନୀ ଝିଅଙ୍କ ସହ କନିଷ୍ଠ ଯନ୍ତ୍ରୀଙ୍କ ଆତ୍ମହତ୍ୟା

ଲଖନଉ : ଉତ୍ତରପ୍ରଦେଶ ରାଜଧାନୀ ଲଖନଉର ଜାନକୀପୁରମର ସୁଲତାନପୁର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପରିବାରର ପତିପତ୍ନୀଙ୍କ ସମେତ ସେମାନଙ୍କ ୧୬ ବର୍ଷ ଝିଅ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଖବର ପାଇବା ମାତ୍ରେ…
Read More...