ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ
ଭୁବନେଶ୍ବର : ଗୁରୁବାରଠାରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ ଅଧିବେଶନ। ଫେବୃଆରୀ ୧୩ରୁ ୨୧ ପର୍ଯ୍ୟନ୍ତ ପ୍ରଥମ ଏବଂ ମାର୍ଚ୍ଚ ୭ରୁ ଏପ୍ରିଲ ୫ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଚାଲିବ। ଫେବୃଆରୀ ୧୭ରେ…
Read More...
Read More...