bjd gruha runa
Browsing Tag

Migrants

ସମସ୍ତ ପ୍ରବାସୀଙ୍କୁ ୧୫ ଦିନ ଭିତରେ ଘରେ ପହଞ୍ଚାଅ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆଗାମୀ ୧୫ ଦିନ ମଧ୍ୟରେ ସମସ୍ତ ପ୍ରବାସୀଙ୍କୁ ସେମାନଙ୍କ ଘରେ ପହଞ୍ଚାଇବାକୁ ସୁପ୍ରିମକୋର୍ଟ ନିର୍ଦେଶ ଦେଇଛନ୍ତି। କେନ୍ଦ୍ର ଏବଂ ରାଜ୍ୟ ସରକାରମାନେ ପ୍ରବାସୀଙ୍କ ତାଲିକା ପ୍ରସ୍ତୁତ କରି ଏ ଦିଗରେ ପଦକ୍ଷେପ…
Read More...

ଡକୁମେଣ୍ଟାରୀରେ ପ୍ରବାସୀଙ୍କ ଦୁଃଖ ଦୁର୍ଦ୍ଦଶା ଦେଖାଇଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଲକଡାଉନରେ ଫଶିଥିବା ପ୍ରବାସୀ ଶ୍ରମିକଙ୍କ ସମସ୍ୟାକୁ ନେଇ ବାରମ୍ବାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଆସୁଛନ୍ତି। ଲକଡାଉନ ଜାରି ରହିଥିବାବେଳେ ବହୁ ସଂଖ୍ୟାରେ ପ୍ରବାସୀ…
Read More...

ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କୁ ସୀମାନ୍ତରେ ଅଟକାଇବାକୁ ହାଇକୋର୍ଟଙ୍କ ନିର୍ଦେଶ

କଟକ: ବିଭିନ୍ନ ରାଜ୍ୟକୁ ଦାଦନ ଖଟିବାକୁ ଯାଇଥିବା ପ୍ରବାସୀ ଓଡ଼ିଆମାନେ ଏବେ ଘରମୁହାଁ ହୋଇଛନ୍ତି। ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ଗାଡ଼ିମୋଟର ଚଳାଚଳ କରୁ ନ  ଥିବାରୁ ସେମାନେ ଚାଲି ଚାଲି ଘରକୁ ଫେରୁଛନ୍ତି। ଦେଶର ୨୭ଟି…
Read More...