Browsing Tag

mohanmajhi

୧୦୦ କୋଟି ଟଙ୍କାର ଛାତ୍ରବୃତ୍ତି ସିଧାସଳଖ ପଠାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଡେସ୍କ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନୂଆଦିଲ୍ଲୀରେ ଜାତୀୟ ଆପ୍ରେଣ୍ଟିସିପ୍ ପ୍ରଶିକ୍ଷଣ ଯୋଜନା-ଏନ୍ଏଟିଏସ୍ ୨.୦ ପୋର୍ଟାଲର ଶୁଭାରମ୍ଭ କରିବା ସହ ଡାଇରେକ୍ଟ ବେନିଫିଟ୍ ଟ୍ରାନ୍ସଫର ଜରିଆରେ…
Read More...

୫୬ତମ ଅନ୍ତର୍ଜାତୀୟ ରସାୟନ ବିଜ୍ଞାନ ଅଲିମ୍ପିଆଡ, ଭାରତକୁ ଗୋଟିଏ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ଗୋଟିଏ କାଂସ୍ୟ

ଡେସ୍କ: ୫୬ତମ ଅନ୍ତର୍ଜାତୀୟ ରସାୟନ ବିଜ୍ଞାନ ଅଲିମ୍ପିଆଡରେ ଭାରତୀୟ ଦଳ ଗୋଟିଏ ସ୍ୱର୍ଣ୍ଣ, ଦୁଇଟି ରୌପ୍ୟ ଓ ଗୋଟିଏ କାଂସ୍ୟ ପଦକ ଜିତିଛି। ଚଳିତ ମାସ ୨୧ରୁ ୩୦ ତାରିଖ ପର୍ଯ୍ୟନ୍ତ ସାଉଦି ଆରବର ରିୟାଦ୍ ସହରରେ ଏହି…
Read More...

କେରଳ ୱାଏନାଡ ଭୂସ୍ଖଳନ, ମୃତ୍ୟୁ ସଂଖ୍ୟା ୧୦୦କୁ ବୃଦ୍ଧି

ଡେସ୍କ: କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ କହିଛନ୍ତି ଯେ ଭୂସ୍ଖଳନ ପ୍ରଭାବିତ ୱାୟନାଡ ଜିଲ୍ଲାରୁ ଏପର୍ଯ୍ୟନ୍ତ ୯୩ଟି ମୃତଦେହ ଉଦ୍ଧାର କରାଯାଇଛି। ତିରୁବନନ୍ତପୁରମରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସମ୍ବୋଧିତ କରି…
Read More...

ହାଓଡ଼ା-ମୁମ୍ବାଇ ରେଳ ଦୁର୍ଘଟଣା, ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ଶେଷ

ଡେସ୍କ: ଝାଡ଼ଖଣ୍ଡରେ ହାଓଡ଼ା-ମୁମ୍ବାଇ ରେଳ ଦୁର୍ଘଟଣା ପରେ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଚକ୍ରଧରପୁର ରେଳଡିଭିଜନ ଅନ୍ତର୍ଗତ ପୋଟୋବେଡା ଗାଁ ନିକଟରେ ବରବାମ୍ବୋ ଓ ଖାରସାୱା ରେଳ ଷ୍ଟେସନ ମଧ୍ୟରେ ଆଜି ସକାଳେ…
Read More...

ପିଏମ୍ କିଷାନ ଯୋଜନାରେ ଦିଆଗଲାଣି ୩.୨୪ ଲକ୍ଷ କୋଟିରୁ ଅଧିକ ଟଙ୍କା

ଡେସ୍କ: ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ୧୧ କୋଟିରୁ ଅଧିକ କୃଷକଙ୍କୁ ୩.୨୪ ଲକ୍ଷ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି। କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଆଜି ଲୋକସଭାରେ ଏକ ଲିଖିତ ଉତ୍ତରରେ…
Read More...

ଅଷ୍ଟମ କେନ୍ଦ୍ରୀୟ ବେତନ କମିଶନ ପାଇଁ ପ୍ରସ୍ତାବ ନାହିଁ – କେନ୍ଦ୍ର ସରକାର

ଡେସ୍କ: ସରକାରୀ କର୍ମଚାରୀଙ୍କ ପେନସନ ବ୍ୟବସ୍ଥାର ସମୀକ୍ଷା ପାଇଁ ଗଠିତ କମିଟି ଏହାର ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିନାହିଁ ଏବଂ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଦରମା ସଂଶୋଧନ ପାଇଁ ଅଷ୍ଟମ କେନ୍ଦ୍ରୀୟ ବେତନ ଆୟୋଗ ଗଠନର…
Read More...

ଆଳୁ ରାଜନୀତି: ଶ୍ରେୟ କାହାର, ନବୀନ ନା ମୋହନ!

ଡେସ୍କ: ଚିକେନ, ମଟନ, ମାଛ ଓ ଅଣ୍ଡା ସବୁ ମିଳୁଛି ହେଲେ ଆଳୁ ଏବେ ସାତସପନ। ମଧ୍ୟବିତ୍ତ ଓ ନିମ୍ନ-ମଧ୍ୟବିତ୍ତ ପରିବାରର ରୋଷେଇର ମୁଖ୍ୟ ସାମଗ୍ରୀ କୁହାଯାଉଥିବା ଆଳୁ ଏବେ ପରିବା ଝୁଡିରୁ ଉଭାନ। ଗତ ୭ ଦିନରୁ ଅଧିକ ସମୟ…
Read More...

ସବୁ କ୍ଷେତ୍ରର ବିକାଶ ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର – ପ୍ରଧାନମନ୍ତ୍ରୀ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଭାରତର ଜିଡିପି ୮% ହାରରେ ବୃଦ୍ଧି ପାଉଛି ଏବଂ ସେ ଆଶା କରୁଛନ୍ତି ଯେ ଦେଶ ଖୁବ୍ ଶୀଘ୍ର ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିରେ ପରିଣତ ହେବ। ଆଜି ନୂଆଦିଲ୍ଲୀରେ…
Read More...

ପିପିଲି ବ୍ଲକରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ସାଂସଦ ଓ ବିଧାୟକ

ପିପିଲି: ପିପିଲି ବ୍ଲକ ସଭା କକ୍ଷରେ ଶନିବାର ଦିନ ସାଂସଦ ଓ ବିଧାୟକଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ବୈଠକ ଓ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଞ୍ଚଳର ୧୦ହଜାର ହିତାଧିକାରୀ…
Read More...

କେନ୍ଦ୍ର କୋଇଲା ଏବଂ ଖଣି ରାଜ୍ୟ ମନ୍ତ୍ରୀଙ୍କ ନାଲକୋ ମୁଖ୍ୟାଳୟ ସହ ଅନୁଗୋଳ ସ୍ଥିତ ପ୍ଲାଣ୍ଟ ପରିଦର୍ଶନ

ଡେସ୍କ: କେନ୍ଦ୍ର କୋଇଲା ଏବଂ ଖଣି ରାଜ୍ୟ ମନ୍ତ୍ରୀ ସତୀଶ ଚନ୍ଦ୍ର ଦୁବେ ପ୍ରଥମ ଥର ପାଇଁ ଭୁବନେଶ୍ବର ସ୍ଥିତ ନ୍ୟାସନାଲ ଆଲୁମିନିୟମ୍ କମ୍ପାନୀ ଲିମିଟେଡ୍ (ନାଲକୋ)ର ମୁଖ୍ୟାଳୟ ପରିଦର୍ଶନ କରିଛନ୍ତି। ଭୁବନେଶ୍ବରରେ…
Read More...