Browsing Tag

mukhtar-ansari

ଗ୍ୟାଙ୍ଗଷ୍ଟାରରୁ ରାଜନେତା ସାଜିଥିବା ମୁଖତାର ଆନସାରୀଙ୍କ ମୃତ୍ୟୁ; ୟୁପିରେ ୧୪୪ ଧାରା

ନୂଆଦିଲ୍ଲୀ: ଗ୍ୟାଙ୍ଗଷ୍ଟାରରୁ ରାଜନେତା ପାଲଟିଥିବା ମୁଖତାର ଆନସାରୀଙ୍କ ହୃଦଘାତରେ ମୃତ୍ୟୁ ହୋଇଛି । ମୁଖତାରଙ୍କ ମୃତ୍ୟୁ ପରେ ଉତ୍ତରପ୍ରଦେଶରେ ଉତ୍ତେଜନା ଦେଖାଦେଇଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ସାରା ରାଜ୍ୟରେ…
Read More...

ମୁଖତାର୍‌ ଅନସାରୀଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ : ଉତ୍ତର ପ୍ରଦେଶ ବାନ୍ଦା ଜେଲରେ ଥିବା ମାଫିଆ ମୁଖତାର୍‌ ଅନସାରୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ନକଲି ଅସ୍ତ୍ର ଲାଇସେନ୍ସ ମାମଲାରେ ତାଙ୍କୁ ଏହି ଦଣ୍ଡ ଦିଆଯାଇଛି। ଏହି ମାମଲାରେ ତାଙ୍କ ଉପରେ…
Read More...