ଆଜି ବିଶ୍ୱ ପଖାଳ ଦିବସ SamajaDigital (SS) Mar 20, 2024 ସମାଜ ଡିଜିଟାଲ ଡେସ୍କ: ମାର୍ଚ୍ଚ ୨୦ ତାରିଖ ବିଶ୍ୱ ପଖାଳ ଦିବସ। ପଖାଳ ଆମ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ। ଖରା ଦିନ ଆସିଲେ ସଭିଏଁ ଖୋଜିଥାନ୍ତି କଂସାଏ ପଖାଳ। ପଖାଳ ଦିମୁଠା ଓ ତୋରାଣି ଟିକେ ପିଇଦେଇ ଚଷା ପୁଅ ବାହାରିଯାଏ… Read More...