Browsing Tag

odia news

ପୁଣି ଦିଲ୍ଲୀର ୪ଟି ସ୍କୁଲକୁ ବୋମା ଧମକ: ସପ୍ତାହେ ମଧ୍ୟରେ ମିଳିଲା ଦ୍ଵିତୀୟ ଥର

ନୂଆଦିଲ୍ଲୀ : ଦିଲ୍ଲୀର ୪ଟି ସ୍କୁଲକୁ ବୋମା ଧମକ। ସପ୍ତାହେ ମଧ୍ୟରେ ଏହା ଦ୍ଵିତୀୟଥର। ଆଜି ଇମେଲ ଜରିଆରେ ବୋମା ଧମକ ମିଳିବା ପରେ ପୁଲିସ୍ ଛାନଭିନ୍ ଆରମ୍ଭ କରିଛି। କୈଳାସ ପୂର୍ବର ଦିଲ୍ଲୀ ପବ୍ଲିକ୍ ସ୍କୁଲ, ମୟୁର…
Read More...

ଆତ୍ମସମର୍ପଣ କଲେ ୧୧ ମାଓବାଦୀ

ମାଲକାନଗିରି : ଦିନକୁ ଦିନ ଲାଲ୍‌ ଗଡ ଭୁଶୁଡିବାରେ ଲାଗିଛି। ସଙ୍ଗଠନ ଛାଡୁଛନ୍ତି ମାଓବାଦୀ। ଛତିଶଗଡ ସୁକୁମା ଏସପିଙ୍କ ନିକଟରେ ୧୧ ଜଣ ମାଓବାଦୀ ଆତ୍ମ ସମର୍ପଣ କରିଛନ୍ତି।  ତେବେ ଏହି ୧୧ ଜଣ ମାଓବାଦୀ ଗତ କିଛି ବର୍ଷ…
Read More...

ଆଜି ପ୍ରୟାଗରାଜ ଯିବେ ପ୍ରଧାନମନ୍ତ୍ରୀ : କୁମ୍ଭ ସହାୟକ ଚାଟବଟ୍ ହେବ ଲଞ୍ଚ୍‌

ନୂଆଦିଲ୍ଲୀ : ଆଜି ଉତ୍ତର ପ୍ରଦେଶ ପ୍ରୟାଗରାଜ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମହାକୁମ୍ଭ ମେଳା ପାଇଁ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବେ। ଏଥିସହ ପ୍ରୟାଗରାଜରେ ୫ ହଜାର ୫୦୦ କୋଟି ଟଙ୍କାର ବିଭିନ୍ନ…
Read More...

ସମ୍ବିଧାନର ୭୫ ବର୍ଷ ପୂର୍ତ୍ତି ଅବସରରେ ଆଜିଠୁ ସଂସଦରେ ବିତର୍କ

ନୂଆଦିଲ୍ଲୀ: ସମ୍ବିଧାନର ୭୫ବର୍ଷ ପୂର୍ତ୍ତି ଅବସରରେ ଦୁଇ ଦିନ ଧରି ଲୋକସଭାରେ ହେବ ସ୍ଵତନ୍ତ୍ର ଡିବେଟ୍। ଆଜି ଓ ଶନିବାର ଲୋକସଭାରେ ବିଭିନ୍ନ ଦଳର ସାଂସଦ ସମ୍ବିଧାନ ଉପରେ ହେବାକୁ ଥିବା ବିତର୍କ ରେ ଭାଗନେଇ ନିଜର ମତ…
Read More...

ଗୁକେଶଙ୍କୁ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ : ସର୍ବକନିଷ୍ଠ ବିଶ୍ବ ଚେସ୍‌ ଚମ୍ପିଆନ୍ ହୋଇଥିବା ଡି. ଗୁକେଶଙ୍କ ପାଇଁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଦେଶକୁ ଗର୍ବିତ କରିଥିବା ଗୁକେଶଙ୍କୁ ଏକ୍ସ ଜରିଆରେ ଦେଶର ମାନ୍ୟଗଣ୍ୟ ବ୍ୟକ୍ତିମାନେ ଅଭିନନ୍ଦନ…
Read More...

ହସ୍ପିଟାଲରେ ଅଗ୍ନିକାଣ୍ଡ: ୬ ମୃତ, ଏକାଧିକ ଆହତ, ବଢିପାରେ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ : ତାମିଲନାଡୁର ଏକ ଘରୋଇ ହସ୍ପିଟାଲରେ ବଡଧରଣର ଅଗ୍ନିକାଣ୍ଡ ଘଟିଛି। ସକାଳୁ ସକାଳୁ ଡିଣ୍ତିଗୁଲ ସ୍ଥିତ ଏକ ଘରୋଇ ଅର୍ଥୋପେଡିକ୍ ମେଡିକାଲରେ ନିଆଁ ଲାଗିଯାଇଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ…
Read More...

ଖସୁଛି ପାରଦ, ବଢୁଛି ଶୀତ : ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ଵର: ରାଜ୍ୟରେ ଖସୁଛି ପାରଦ, ବଢୁଛି ଥଣ୍ଡା। ବିଳମ୍ବରେ ହେଲେ ବି ରାଜ୍ୟରେ ଶୀତ ପ୍ରକୋପ ଦିନକୁ ଦିନ ବଢିବାରେ ଲାଗିଛି। ଆସନ୍ତା ସପ୍ତାହେ ଯାଏଁ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ। ମୁଖ୍ୟତଃ ପାଗ ଶୁଖିଲା…
Read More...

ଜାନୁଆରୀରେ ବିଜେପିକୁ ମିଳିବ ନୂଆ ସଭାପତି: ତୋମାର

ଭୁବନେଶ୍ଵର : ରାଜ୍ୟ ବିଜେପି ପାଇବ ନୂଆ ସଭାପତି। ଜାନୁଆରୀ ମାସରେ ହେବ ରାଜ୍ୟ ବିଜେପିର ନୂଆ ସଭାପତି ନିର୍ବାଚନ। ଏ ନେଇ ସୂଚନା ଦେଇଛନ୍ତି ବିଜେପିର ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର। ସେ କହିଛନ୍ତି ଆମର…
Read More...

ସ୍ଵାଭାବିକ ହେଲା ୧୦୮ ଆମ୍ବୁଲାନ୍ସ ସେବା

ଭୁବନେଶ୍ବର : ଦୁଇ ଦିନ ପରେ ସ୍ଵାଭାବିକ ହେଲା ଆମ୍ବୁଲାନ୍ସ ସେବା। ଏ ନେଇ ୧୦୮ କର୍ମଚାରୀ ମହାସଂଘ ପକ୍ଷରୁ ସୂଚନା ମିଳିଛି। ବର୍ତ୍ତମାନ ଅନରୋଡ୍ ମୋଡ୍‌ରେ ଗଡିବ ଗାଡ଼ି। ୧୦ ଦଫା ଦାବି ନେଇ ସାରା ରାଜ୍ୟରେ ଆମ୍ବୁଲାନ୍ସ…
Read More...

ଡିଡି ଓଡ଼ିଆରେ ସାନ୍ତାଳୀ ଭାଷାରେ ସମାଚାର

ଭୁବନେଶ୍ୱର : ଡିଡି ଓଡ଼ିଆ ଚ୍ୟାନେଲରେ ସାନ୍ତାଳୀ ଭାଷାରେ ସମାଚାର ପ୍ରସାରଣ ଆରମ୍ଭ ହୋଇଛି। ବୁଧବାର ଏହା ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରରୁ ପ୍ରଥମକରି ପ୍ରସାରଣ କରାଯାଇଛି। ସାନ୍ତାଳୀ ଭାଷାରେ ସମାଚାର ଆରମ୍ଭ ହେବା…
Read More...