Browsing Tag

odia news

ହାତୀ ଆତଙ୍କରେ ଭୟଭୀତ ଗ୍ରାମବାସୀ

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ରେଞ୍ଜ ଗୁମ୍ମା ଓ ବଡଡେଙ୍ଗିଲେଲି ଗାଁରେ ହାତୀ ଆତଙ୍କ ଦେଖିବାକୁ ମିଳିଛି।  ଯାହାକୁ ନେଇ ଗ୍ରାମବାସୀମାନେ ଭୟଭୀତ ଅବସ୍ଥାରେ ରହିଛନ୍ତି। ୪ଟି ହାତୀ ଗୁମ୍ମା ଓ…
Read More...

ଆଜି ସନରାଇଜର୍ସ ହାଇଦ୍ରାବାଦ-ମୁମ୍ବଇ ଇଣ୍ଡିଆନ୍ସ ଟକ୍କର

ନୂଆଦିଲ୍ଲୀ : ଆଇପିଏଲ ମହାସମର। ଆଜି  ସନରାଇଜର୍ସ ହାଇଦ୍ରାବାଦ ଓ ମୁମ୍ବଇ ଇଣ୍ଡିଆନ୍ସ ମଧ୍ୟରେ ୫୫ତମ ମ୍ୟାଚ ଖେଳାଯିବ। ସନରାଇଜର୍ସ ହାଇଦ୍ରାବାଦ ୧୦ଟି ମ୍ୟାଚରୁ ୬ଟି ବିଜୟ ଓ ୪ଟି ପରାଜୟ ସହ ୧୦ ପଏଣ୍ଟ ପାଇଛି।…
Read More...

ଆତ୍ମସମର୍ପଣ କଲେ ୩୫ ମାଓବାଦୀ

ମାଲକାନଗିରି : ଛତିଶଗଡ଼ର ଦନ୍ତେୱାଡ଼ା ଜିଲା ପୁଲିସ କାର୍ଯ୍ୟାଳୟରେ ୩୫ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ମାଓ ସଙ୍ଗଠନ ଛାଡ଼ି ସେମାନେ ମୁଖ୍ୟସ୍ରୋତରେ ସାମିଲ ହୋଇଛନ୍ତି। ବିଭିନ୍ନ ଏରିଆ କମିଟିରେ ସଦସ୍ୟ ଏବଂ ମିଲିସିଆ…
Read More...

ନନ୍ଦନକାନନର ‘ନନ୍ଦନ’ ଅସୁସ୍ଥ

ନନ୍ଦନକାନନ : ନନ୍ଦନକାନନ ପ୍ରାଣୀ ଉଦ୍ୟାନର ୩୧ ନମ୍ବର ବାଘ ଖୁଆଡ଼ ଫିଡିଂ ଚାମ୍ବରରେ ରହୁଥିବା ଜଙ୍ଗଲୀ ବାଘ ‘ନନ୍ଦନ’ ରୋଗରେ ଆକ୍ରାନ୍ତ ହୋଇ ଅସୁସ୍ଥ ହୋଇପଡିଛି। ସେ ଠିକ୍ ଭାବେ ଖିଆପିଆ କରୁନାହିଁ। ଗୋଟିଏ…
Read More...

ଆଜିଠୁ ଓଜେଇଇ: ପରୀକ୍ଷା ଦେବେ ୬୫,୭୪୨ ଛାତ୍ରଛାତ୍ରୀ

ଭୁବନେଶ୍ବର : ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ଆଜିଠାରୁ ଆରମ୍ଭ ହେଉଛି। ଏହି ପରୀକ୍ଷା ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ସିବିଟି ମୋଡ୍‌ରେ ଏହି ପରୀକ୍ଷା ‌େ‌ହବ। ପରୀକ୍ଷା ପାଇଁ ମୋଟ ୬୦ଟି…
Read More...

୮ରେ ରାଜନାଥ ଓ ୧୨ରେ ଓଡ଼ିଶା ଆସିବେ ଅମିତ ଶାହ

ଭୁବନେଶ୍ଵର: ନିର୍ବାଚନ ଯେତିକି ପାଖେଇ ଆସୁଛି, ପ୍ରଚାର ମଧ୍ୟ ସେତିକି ଜୋରଦାର ହେଉଛି। ଶେଷ ୪ଟି ପର୍ଯ୍ୟାୟରେ ଓଡ଼ିଶାରେ ନିର୍ବାଚନ ହେବାକୁ ଥିବା ବେଳେ ଓଡ଼ିଶାରେ ଡେରା ପକାଇବେ ମାଳ ମାଳ କେନ୍ଦ୍ରୀୟ ନେତା । ଖାସକରି…
Read More...

୫ ସ୍ଥାନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ଵର: ୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ। ଦଳ ଆଜି ୬ ଜଣିଆ ତାଲିକା ଘୋଷଣା କରିଛି। ବାଲେଶ୍ଵର ଜିଲ୍ଲା ନୀଳଗିରି ପାଇଁ ଅକ୍ଷୟ ଆଚାର୍ଯ୍ୟଙ୍କୁ ଦଳ ଟିକେଟ୍ ଦେଇଛି। ଜଳେଶ୍ଵରରେ ସୁଦର୍ଶନ ଦାସ,…
Read More...

ବିକଶିତ ଭାରତ ପାଇଁ ବିଶ୍ଵବନ୍ଧୁ ହେବା ଜରୁରୀ: ଜୟଶଙ୍କର

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ୍‌‌.ଜୟଶଙ୍କର। ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟ ବିଜେପିର ବରିଷ୍ଠ ନେତାମାନେ ଭବ୍ୟ ସ୍ୱାଗତ କରିଥିଲେ। ପରେ…
Read More...

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ୨୦ ପ୍ଲାଟୁନ୍ ଫୋର୍ସ-ପୁଲିସ୍ କମିଶନର

ଭୁବନେଶ୍ଵର: ଆଜି ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାତି ସାଢ଼େ ୯ଟାରେ ଭୁବନେଶ୍ୱରରେ ପହଞ୍ଚିବେ। ରାତିରେ ରାଜଭବନରେ ରହଣି କରିବେ। ସୋମବାର ପୂର୍ବାହ୍ଣରେ ବ୍ରହ୍ମପୁର ଓ ପରେ ନବରଙ୍ଗପୁରରେ…
Read More...

୬, ୮ରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ଵର: ପ୍ରବଳ ତାତିରୁ ମିଳିବ ଆଶ୍ଵସ୍ତି। ଦୁଇ ଦିନ ପ୍ରବଳ ଝଡ ବର୍ଷା ନେଇ ମତ୍ସ୍ୟଜୀବୀଙ୍କୁ ସତର୍କତା ଜାରି କରାଯାଇଛି। ୬ ଏବଂ ୮ ତାରିଖ ଦୁଇ ଦିନ ସମୁଦ୍ରକୁ ନଯିବାକୁ ଆଇଏମଡି ପକ୍ଷରୁ ପରାମର୍ଶ ରହିଛି। ଉତ୍ତର…
Read More...