ରାଜ୍ୟରେ ଆଉ ୨ ଓମିକ୍ରନ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ପୁଣି ଓଡିଶାରେ ଚିହ୍ନଟ ହେଲେ ଓମିକ୍ରନ ଆକ୍ରାନ୍ତ । ଚିହ୍ନଟ ହେଲେ ଆଉ ୨ ଓମିକ୍ରନ ଆକ୍ରାନ୍ତ । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଆଇଏଲଏସ ପକ୍ଷରୁ ଆଜି ସୂଚନା ମିଳିଛି ।
ଆଜି ଚିହ୍ନଟ ହୋଇଥିବା ଓମିକ୍ରନ…
Read More...
Read More...