Browsing Tag

phulbani news

ବିଜେପି ଯୁବ ସଭାପତି କହି ଘର ଦେବା ନାଁରେ ଠକେଇ ଅଭିଯୋଗ

ଫୁଲବାଣୀ: ରାଜ୍ୟରେ ଦିନକୁ ଦିନ ଠକେଇ ମାମଲା ବଢିବାରେ ଲାଗିଛି। ଗରିବ ନିରୀହ ଲୋକଙ୍କୁ ବିଭିନ୍ନ ପ୍ରକାର ସରକାରୀ ସହାୟତା ଯୋଗାଇ ଦେବା କହି ଟଙ୍କା ଠକି ନେଉଛନ୍ତି ଠକ। ଖାସ୍‌ କରି ଯୁବପୀଢିଙ୍କର ଏଭଳି ଘଟଣାରେ…
Read More...

୬ମାସ ହେବ ପାରିଶ୍ରମିକ ମିଳିନି; ମୁଖ୍ୟମନ୍ତ୍ରୀଙ୍କୁ କଲେ ଗୁହାରି

ଫୁଲବାଣୀ: ଓଡିଶା ଜୀବିକା ମିଶନ କନ୍ଧମାଳ ଜିଲ୍ଲାର କର୍ମଚାରୀମାନେ ଦୀର୍ଘ ୬ମାସ ଧରି ପାରିଶ୍ରମିକ ପାଇନାହାଁନ୍ତି। ଏନେଇ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟେଶରେ ଜିଲ୍ଲାପାଳ ଅନୁପସ୍ଥିତ ଥିବାରୁ ଅତିରିକ୍ତ ଜିଲ୍ଲାପାଳ…
Read More...

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗ, ପ୍ରଧାନ ଶିକ୍ଷକଙ୍କୁ ୪ବର୍ଷ ଜେଲ

ଫୁଲବାଣୀ: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ଜନୈକ ପ୍ରଧାନ ଶିକ୍ଷକଙ୍କୁ ୪ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ଅଭିଯୁକ୍ତଙ୍କୁ ୧୦ ହଜାର ଟଙ୍କା ଜରିମାନା କରାଯାଇଛି।…
Read More...

ନାବାଳିକା ଦୁଷ୍କର୍ମ ମାମଲା: ଦୋଷୀକୁ ୨୦ ବର୍ଷ ଜେଲ୍‌

ଫୁଲବାଣୀ: ଫୁଲବାଣୀ ଫାଷ୍ଟ ଟ୍ରାକ୍‌ ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ଏକ ୧୩ଵର୍ଷିଆ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୬୦ ହଜାର ଟଙ୍କା…
Read More...

ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ୍‌

ଫୁଲବାଣୀ: ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଫୁଲବାଣୀ ସ୍ୱତନ୍ତ୍ର ପୋକ୍ସୋ ଅଦାଲତର ବିଚାରପତି ରାଜେଶ ଦାସ ଦୋଷୀକୁ ୨୦ ବର୍ଷ ଜେଲ୍ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ସହିତ ୧ ଲକ୍ଷ ୧୦ ହଜାର ଟଙ୍କା ଜରିମାନ ଓ…
Read More...

୫ଦିନ ହେଲାଣି ଗାଁରେ ବିଦ୍ୟୁତ ନାହିଁ: ଧାରଣା ଦେଲେ ଗ୍ରାମବାସୀ

ଫୁଲବାଣୀ: ୫ଦିନ ହେଲା ବିଦ୍ୟୁତ ନାହିଁ। ଗ୍ରାମବାସୀଙ୍କୁ ଭଣ୍ଡଉଛନ୍ତି ବିଦ୍ୟୁତ କର୍ମଚାରୀ । ଏଭଳି ଅଭିଯୋଗ ଆସିଛି ଫୁଲବାଣୀ ବ୍ଲକ ଅନ୍ତର୍ଗତ ରୁଜାଙ୍ଗି ଗାଁରୁ । ଗାଁକୁ ବିଦ୍ୟୁତ ଯୋଗାଣ ଦାବିରେ ୧୫୭ ନମ୍ବର ଜାତୀୟ…
Read More...

ଫୁଲବାଣୀ ସରସ୍ୱତୀ ଶିଶୁବିଦ୍ୟା ମନ୍ଦିର ଛାତ୍ରଛାତ୍ରୀଙ୍କ ସଫଳତା

ଫୁଲବାଣୀ: ଲଗାତାର ଭାବରେ ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ମାଟ୍ରିକ ପରୀକ୍ଷାରେ ନିଜର ଗୌରବକୁ ବଜାୟ ରଖି ଶତ ପ୍ରତିଶତ ସଫଳତା ହାସଲ କରି ଆସିଛି । ଚଳିତ ବର୍ଷ ମଧ୍ୟ ଶତ ପ୍ରତିଶତ ଫଳାଫଳ ସହିତ ଏ-୧ ଗ୍ରେଡ…
Read More...

ଦମ୍ପତିଙ୍କୁ ହତ୍ୟା କଲେ ମାଓବାଦୀ

ଫୁଲବାଣୀ: ଗୋଛାପଡା ଥାନା ବିଡାପଦର ଗାଁରେ ମାଓବାଦୀଙ୍କ ବର୍ବରତା । ପୁଲିସ ଇନଫର୍ମର ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା ମାଓବାଦୀମାନେ ହତ୍ୟା କରିଛନ୍ତି । ଗାଁ ନିକଟ ଜଙ୍ଗଲରେ ଦମ୍ପତିଙ୍କୁ ହତ୍ୟା କରାଯାଇଥିବା ସୂଚନା…
Read More...

ସହାୟକ ନିର୍ବାହୀ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଫୁଲବାଣୀ: ସହାୟକ ନିର୍ବାହୀ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ସରକାରୀ ବାସଭବନରୁ ଉଦ୍ଧାର ହୋଇଛି। ଆଇଟିଡିଏ ସହାୟକ ନିର୍ବାହୀ ଯନ୍ତ୍ରୀ ତୁଷାରେନ୍ଦୁ ନାୟକ। ଏହା ଆତ୍ମହତ୍ୟା ନା ତାଙ୍କୁ ହତ୍ୟା କରାଯାଇଛି, ସେନେଇ କାରଣ…
Read More...

ଭୂମିହୀନଙ୍କୁ ମିଳିଥିବା ପଟ୍ଟା ଜମିରେ ଗୃହ ନିର୍ମାଣକୁ ବିରୋଧ : ଥାନାର ଦ୍ୱାରସ୍ଥ ହେଲେ ୨୧ ପରିବାର

ଫୁଲବାଣୀ : କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ କେଳାପଡା ପଞ୍ଚାୟତ ଗୁରୁପଡା ଗାଁରେ ୨୧ଟି ପରିବାରକୁ ପ୍ରଶାସନ ତରଫରୁ ଭୂମିହୀନଙ୍କୁ ପଟ୍ଟା ଦିଆଯାଇଥିବାବେଳେ ବିଦ୍ୟାଳୟ ପରିଚାଳନା କମିଟି ଏବଂ ଅନ୍ୟମାନଙ୍କ ଦ୍ୱାରା ବିରୋଧ…
Read More...