ପ୍ରଥମ ଓଡ଼ିଆ ଭାବେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ହେଲେ ପି.କେ ମିଶ୍ର
ନୂଆଦିଲ୍ଲୀ : ପ୍ରଥମ ଓଡ଼ିଆ ଭାବେ ଡଃ ପ୍ରମୋଦ କୁମାର ମିଶ୍ର ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଏହି ସ୍ଥାନରେ ଥିବା ନୃପେନ୍ଦ୍ର ମିଶ୍ରଙ୍କ ଅବସର ପରେ ପି.କେ ମିଶ୍ର…
Read More...
Read More...