BJD Bijuli 480×75 Mob
Browsing Tag

political news

ରାଜସ୍ଥାନ ସଙ୍କଟ: ସୁପ୍ରିମକୋର୍ଟ ଗଲେ ବାଚସ୍ପତି

ଜୟପୁର: ରାଜସ୍ଥାନରେ ରାଜନୈତିକ ସଙ୍କଟ ଜାରି ରହିଥିବାବେଳେ ବାଚସ୍ପତି ସି.ପି. ଯୋଶୀ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ଯେକୌଣସି ବିଧାୟକଙ୍କୁ ନୋଟିସ ପଠାଇବା ଏବଂ ତାଙ୍କୁ ଅଯୋଗ୍ୟ ଘୋଷଣା କରିବାର ସମ୍ପୂର୍ଣ୍ଣ…
Read More...

ରାଜସ୍ଥାନ ସଙ୍କଟ: ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ, ପାଇଲଟ ଗୋଷ୍ଠୀଙ୍କୁ ୨୪ ପର୍ଯ୍ୟନ୍ତ ଅଶ୍ଵସ୍ତି

ନୂଆଦିଲ୍ଲୀ: ରାଜସ୍ଥାନରେ ଜାରି ରହିଥିବା ରାଜନୖତିକ ଅସ୍ଥିରତା ମଧ୍ୟରେ ରାଜସ୍ଥାନ ହାଇକୋର୍ଟ ମଙ୍ଗଳବାର ସଚିନ ପାଇଲଟ୍‌ ଏବଂ ତାଙ୍କ ସମର୍ଥକ ୧୮ ବିଧାୟକଙ୍କୁ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଅଶ୍ଵସ୍ତି ଦେଇଛନ୍ତି। ଏହି…
Read More...

ନିର୍ବାଚନ ପ୍ରଚାର କିପରି ହେବ ? ରାଜନୈତିକ ଦଳଗୁଡ଼ିକର ପରାମର୍ଶ ଲୋଡ଼ିଲେ ଇସିଆଇ

ନୂଆଦିଲ୍ଲୀ: କରୋନା ସଂକ୍ରମଣ ବଢ଼ି ଚାଲିଥିବାରୁ ଚଳିତବର୍ଷ କିଛି ରାଜ୍ୟରେ ହେବାକୁ ଥିବା ଉପନିର୍ବାଚନ ଏବଂ ବିହାର ବିଧାନସଭା ନିର୍ବାଚନକୁ ନେଇ ସଂସୟ ସୃଷ୍ଟି ହୋଇଛି। ବିଶେଷ କରି ନିର୍ବାଚନ ହେଲେ ଜାତୀୟ ଏବଂ ଆଞ୍ଚଳିକ…
Read More...

କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କ ନାମରେ ମାମଲା

ଜୟପୁର: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସରକାର ଭାଙ୍ଗିବାକୁ ଷଡ଼ଯନ୍ତ୍ର କରିଥିବା ଅଭିଯୋଗରେ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଏବଂ ବିଜେପି ନେତା ସଞ୍ଜୟ ଜୈନଙ୍କ ବିରୋଧରେ ଶୁକ୍ରବାର ମାମଲା…
Read More...

ସରକାର ଭାଙ୍ଗିବାକୁ ଷଡ଼ଯନ୍ତ୍ର କରୁଛି ବିଜେପି: ସୁରଜେୱାଲା

ନୂଆଦିଲ୍ଲୀ: ରାଜସ୍ଥାନରେ କଂଗ୍ରେସ ସରକାର ଭାଙ୍ଗିବାକୁ ବିଜେପି ଷଡ଼ଯନ୍ତ୍ର କରୁଛି। ଏହାର ପ୍ରମାଣ ମିଳିସାରିଛି ବୋଲି କଂଗ୍ରେସର ରାଷ୍ଟ୍ରୀୟ ମୁଖପାତ୍ର ରଣଦୀପ ସୁରଜେୱାଲା ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ…
Read More...

ବାଚସ୍ପତିଙ୍କ ନୋଟିସ ବିରୋଧରେ ହାଇକୋର୍ଟ ଗଲେ ପାଇଲଟ୍‌

ଜୟପୁର: ରାଜସ୍ଥାନ ସରକାର ବିରୋଧରେ ବିଦ୍ରୋହ ଆରମ୍ଭ କରିଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍‌ଙ୍କୁ ବାଚସ୍ପତି ନୋଟିସ ଜାରି କରିବା ପରେ ସେ ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି।…
Read More...

‘ପାଇଲଟ୍‌ଙ୍କ ପାଇଁ କଂଗ୍ରେସ ଦ୍ବାର ବନ୍ଦ ହୋଇନାହିଁ’

ଜୟପୁର: ରାଜସ୍ଥାନ ସରକାର ବିରୋଧରେ ବିଦ୍ରୋହ କରିଥିବା ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟଙ୍କ ବିରୋଧରେ ଦଳ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ତାଙ୍କୁ ଏବଂ ତାଙ୍କ ସମର୍ଥକମାନଙ୍କୁ ଅଯୋଗ୍ୟ ଘୋଷଣା କରିବା…
Read More...

ପାଇଲଟ୍‌ କହିଲେ ବିଜେପିରେ ଯୋଗଦେବିନି; ସେପଟେ ଅଯୋଗ୍ୟ ଘୋଷିତ କରିବାକୁ କଂଗ୍ରେସର ପ୍ରକ୍ରିୟା

ଜୟପୁର: ରାଜସ୍ଥାନ ଉପମୁଖ୍ୟମନ୍ତ୍ରୀ ପଦବୀରୁ ବିଦା ହେବା ପରେ ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ୍‌ଙ୍କ ରାଜନୈତିକ କ୍ୟାରିୟର ଉପରେ ପ୍ରଶ୍ନଚିହ୍ନ ସୃଷ୍ଟି ହୋଇଛି। ଏହି ପରିପ୍ରେକ୍ଷୀରେ ସେ ବିଜେପିରେ ଯୋଗଦେବେନି…
Read More...

ସତ୍ୟକୁ ବିବଶ କରାଯାଇପାରେ, ପରାଜିତ ନୁହେଁ: ଉପମୁଖ୍ୟମନ୍ତ୍ରୀ ପଦରୁ ବହିଷ୍କାର ପରେ ପାଇଲଟଙ୍କ ପ୍ରତିକ୍ରିୟା

ଜୟପୁର: ରାଜସ୍ଥାନ ଉପମୁଖ୍ୟମନ୍ତ୍ରୀ ପଦ ଏବଂ ପିସିସି ସଭାପତି ପଦରୁ ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟକୁ ବହିଷ୍କାର କରାଯିବା ପରେ ସେ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସଚିନ କହିଛନ୍ତି, ସତ୍ୟକୁ କିଛି ସମୟ ପାଇଁ…
Read More...

ଉପମୁଖ୍ୟମନ୍ତ୍ରୀ ଓ ପିସିସି ସଭାପତି ପଦରୁ ସଚିନ ପାଇଲଟ୍ ବହିଷ୍କୃତ; ମନ୍ତ୍ରିମଣ୍ଡଳରୁ ବାଦ ପଡ଼ିଲେ ୨ ଘନିଷ୍ଠ ସହଯୋଗୀ

ଜୟପୁର: ରାଜସ୍ଥାନ ସରକାରରେ ବିଦ୍ରୋହ ସୃଷ୍ଟି କରିଥିବା ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛି ରାଜ୍ୟରେ କ୍ଷମତାସୀନ କଂଗ୍ରେସ ସରକାର। ସଚିନଙ୍କୁ ଉପମୁଖ୍ୟମନ୍ତ୍ରୀ ପଦରୁ ହଟାଇ…
Read More...