Browsing Tag

puri temple

ଶ୍ରୀମନ୍ଦିରରେ ଆଜି ବାମନ ଜନ୍ମ ନୀତି: ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ :ଶ୍ରୀମନ୍ଦିରରେ ଆଜି ବାମନ ଜନ୍ମ ନୀତି । ଭାଦ୍ରବ ମାସ ଶୁକ୍ଲପକ୍ଷ ଦ୍ୱାଦଶୀ ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ।  ଏଥିପାଇଁ ଅପରାହ୍ଣ ୫ ଟା ଠାରୁ ରାତି ୮ଟା ପର୍ଯ୍ୟନ୍ତ…
Read More...

ରବିବାର ବାମନ ଜନ୍ମ ନୀତି: ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ରବିବାର ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥି । ଆସନ୍ତାକାଲି(ରବିବାର) ଶ୍ରୀମନ୍ଦିରରେ ବାବନ ଜନ୍ମ ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ସରିବା ପରେ ନୀତିକାନ୍ତି କରାଯିବ। ତେଣୁ ଅପରାହ୍ନ ୫ଟାଠାରୁ ରାତି ୮ଟା…
Read More...

ଶ୍ରୀଜିଉଙ୍କ ରାହୁରେଖା ଲାଗିନୀତି : ଚାରି ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ଆଜି (ଶନିବାର) ଭାଦ୍ରବ କୃଷ୍ଣ ପକ୍ଷ ପଞ୍ଚମୀ ତିଥିରେ ଶ୍ରୀଜଗନ୍ନାଥ ମନ୍ଦିରରେ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ପ୍ରାୟ ୨ଟା ଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ…
Read More...

ମହାପ୍ରଭୁଙ୍କ ନୀତିକାନ୍ତିର ସିଧା ପ୍ରସାରଣ ଉପରେ କଟକଣା

ପୁରୀ : ମହାପ୍ରଭୁଙ୍କ ଦୈନଦିନ ନୀତିକାନ୍ତିର ସିଧା ପ୍ରସାରଣ ଉପରେ ଲାଗିବ କଟକଣା। ସେଥିରେ ବ୍ୟବସାୟୀକରଣ ଏବଂ ଅପପ୍ରଚାରକୁ ରୋକିବା ପାଇଁ ଖୁବଶୀଘ୍ର ପଦକ୍ଷେପ ଗ୍ରହଣ କରାଯିବ। ଶ୍ରୀ ଜଗନ୍ନାଥ ମନ୍ଦିର ସିଂହଦ୍ବାର…
Read More...

ଶ୍ରୀମନ୍ଦିରରେ ଆଜି ୪ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତଥିରେ ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କ ହେବ ବନକଲାଗି ନୀତି। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଚାରି ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ପରମ୍ପରା…
Read More...

ପାଟ ରାଖି ପିନ୍ଧିଲେ ମହାପ୍ରଭୁ

ପୁରୀ : ଶ୍ରୀମନ୍ଦିରରେ ସୋମବାର ରକ୍ଷାବନ୍ଧନ ଏବଂ ବଡ଼ ଠାକୁର ଶ୍ରୀ ବଳଭଦ୍ରଙ୍କ ଜନ୍ମ ଉତ୍ସବ ପାଳିତ ହୋଇଛି। ବାସୁଙ୍ଗା ପାଟରେ ପଟରା ବିଶୋଇ ସେବକ ପ୍ରସ୍ତୁତ କରିଥିବା ରାଖିଗୁଡିକୁ ଦାରୁବ୍ରହ୍ମ ଶ୍ରୀ ଜଗନ୍ନାଥ ଏବଂ…
Read More...

ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି : ଚାରି ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ଆଜି(ସୋମବାର) ଶ୍ରୀଜଗନ୍ନାଥ ମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୫ଟା ଠାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗ…
Read More...

୧୪ରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ: ଆଇନ ମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ୧୪ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ। ଏହି ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନନ୍ଦନ। ପୂର୍ବରୁ ରତ୍ନଭଣ୍ଡାର ୧୪ ତାରିଖରେ ଖୋଲିବା ନେଇ ଯାଞ୍ଚ…
Read More...

ଜୁଲାଇ ୮ରେ ଖୋଲିବ ରତ୍ନଭଣ୍ଡାର

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆସନ୍ତା ଜୁଲାଇ ୮ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବ। ବୁଧବାର ଏ ନେଇ ସୂଚନା ଦେଇଛନ୍ତି ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ…
Read More...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କର ହେଲା ବଡ ମହାସ୍ନାନ

ପୁରୀ: ଆଜି ସକାଳୁ ମହାପ୍ରଭୁଙ୍କର ବଡ ମହାସ୍ନାନ କରାଯାଇଛି। ଶ୍ରୀମନ୍ଦିରର ଭିତର କାଠ ନିକଟରେ ରକ୍ତଛିଟା ପଡିବାରୁ ମଙ୍ଗଳ ଆରତୀ ପୂର୍ବରୁ ମହାସ୍ନାନ କରାଯାଇଛି। ଆଜି ସକାଳ ୫ଟା ୨୧ରେ ସିଂହଦ୍ଵାର ଫିଟିବା ପରେ ପ୍ରଥମେ…
Read More...