Browsing Tag

rain update

ସ୍ପଷ୍ଟ ଚିହ୍ନିତ ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର  ଅଞ୍ଚଳରେ ସ୍ପଷ୍ଟ ଚିତ୍ରିତ ହୋଇଛି। ଆଗାମୀ ୨୪ ଘଣ୍ଟା ଯାଏ ତୀବ୍ରତା…
Read More...

୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ: ୫୦ରୁ ୬୦ କିମି ବେଗରେ ବହିପାରେ ପବନ

ଭୁବନେଶ୍ଵର: ବିଜୁଳି, ଘଡଘଡି ସହ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେସବୁ ଜିଲ୍ଲା ଗୁଡିକ ହେଉଛି କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ , ବାଲେଶ୍ଵର, ମୟୁରଭଞ୍ଜ, ସୁନ୍ଦରଗଡ…
Read More...

୨୪ ଯାଏ ବଜ୍ରପାତ-ବର୍ଷା: ଆଜିଠୁ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ବର : ପଶ୍ଚିମାଝଡ଼ ପ୍ରଭାବରେ ଦୁଇଦିନ ହେଲା ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଗୁରୁବାର ରାତିରେ ଭୁବନେଶ୍ବର ସମେତ କଟକ, କେନ୍ଦୁଝର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, ‌ଢେଙ୍କାନାଳ,…
Read More...

ଟ୍ବିନ୍‌ସିଟିରେ କୋହଲା ପାଗ ସାଙ୍ଗକୁ ବର୍ଷା: ଆଜି ପାଇଁ ୧୧ ଜିଲ୍ଲାକୁ ସତର୍କତା

ଭୁବନେଶ୍ଵର: ପଶ୍ଚିମା ଝଡର ପ୍ରଭାବରେ ଟ୍ବିନ୍ ସିଟି ସହ ବିଭିନ୍ନ ଜିଲ୍ଲାରେ କୋହଲା ପାଗ। ରାଜଧାନୀ ଭୁବନେଶ୍ଵର ସହ କଟକର ବିଭିନ୍ନ ସ୍ଥାନରେ ଝିପ୍ ଝିପ୍ ବର୍ଷା ହୋଇଛି। ଆଜି ୧୧ ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର…
Read More...

ବଜ୍ରପାତରେ ଚାଷୀ ମୃତ

ଗୋପ : ଗୋପ ଥାନା ଅଧୀନ ଅଣ୍ଡରା ଇଚ୍ଛାପୁର ପଞ୍ଚାୟତ ବଡ଼ମଠ ଗାଁରେ ଅଭାବନୀୟ ଘଟଣା ଘଟିଛି। ବଜ୍ରପାତରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି। ମୃତ ଚାଷୀ ବଡ଼ମଠ ଗାଁର ଚିତ୍ରସେନ ରାଉତ ବୋଲି ଜଣାପଡିଛି।  ସକାଳେ ସେ ତାଙ୍କ…
Read More...

ଲଘୁଚାପ ସୃଷ୍ଟି : ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର : କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ମଙ୍ଗଳବାର ପଶ୍ଚିମ-କେନ୍ଦ୍ରୀୟ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ…
Read More...

ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷିବ: ୨୭ ପରେ ପାଗରେ ପରିବର୍ତ୍ତନ

ଭୁବନେଶ୍ଵର: ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆସନ୍ତା ୩ଦିନ ରାଜ୍ୟରେ ପ୍ରବଳ ବର୍ଷିବ। ଆଜି ଅଧାରୁ ଅଧିକ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କିଛି ସ୍ଥାନରେ…
Read More...

ଆଜି ସୃଷ୍ଟି ହେବ ଘୂର୍ଣ୍ଣିବଳୟ: ୩ ଦିନ ପ୍ରବଳ ବର୍ଷିବ !

ଭୁବନେଶ୍ବର : ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆଜି (ଶନିବାର)ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଆସନ୍ତା ୨୩ ତାରିଖ ସୁଦ୍ଧା…
Read More...

ଫୁଲୁଛି ନଦୀ ,ବଢୁଛି ଜଳସ୍ତର: ବିପଦ ସଙ୍କେତ ଉପରେ ଜଳକା, ବୈତରଣୀ

ବାଲେଶ୍ଵର: ଫୁଲୁଛି ନଦୀ , ବଢୁଛି ଜଳସ୍ତର । ଅବପାତ ପ୍ରଭାବରେ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ତେବେ ପ୍ରବଳ ବର୍ଷା ଯୋଗୁଁ ଜଳେଶ୍ଵରରେ ଜାମକୁଣ୍ଡା ସ୍ଲୁଇସ୍ ଗେଟ୍ ଭାଙ୍ଗିଯାଇଛି।…
Read More...

୧୨ରେ ଘୂର୍ଣ୍ଣିବଳୟ, ୧୫ ଯାଏଁ ବର୍ଷା

ଭୁବନେଶ୍ବର:  ମୌସୁମୀ ନିମ୍ନଚାପରେଖା ପ୍ରଭାବରେ ରାଜ୍ୟରେ କାଁ ଭାଁ ବର୍ଷା ହୋଇଛି। ଆଜି (ଗୁରୁବାର) ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି,…
Read More...