ମଧ୍ୟାହ୍ନ ଭୋଜନରେ ଅଣ୍ଡା ତରକାରୀ ଖାଇ ୬୦ ଛାତ୍ରଛାତ୍ରୀ ଅସୁସ୍ଥ
ଭୁବନେଶ୍ୱର : ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହେଲେ ୬୦ରୁ ଅଧିକ ଛାତ୍ରଛାତ୍ରୀ। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏଭଳି ଏକ ଅଭାବନୀୟ ଘଟଣା ଝାରସୁଗୁଡାର ଜମେରା ୟୁଜିଏମଇ ସ୍କୁଲରେ ଘଟିଛି…
Read More...
Read More...