Browsing Tag

trump

ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ

ସମାଜ ଡିଜିଟାଲ ଡେସ୍କ: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କ ବିଜୟ ପରେ ସାରା ବିଶ୍ଵର ନେତାମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ତାଙ୍କ ବନ୍ଧୁ ଟ୍ରମ୍ପଙ୍କୁ…
Read More...

ରାଷ୍ଟ୍ରପତି ନିର୍ବାଚନ ରେସ୍ : ଆଗରେ ଡୋନାଲ୍ଡ ଟ୍ରମ୍ପ୍‌

ୱାଶିଂଟନ : ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପରିପ୍ରେକ୍ଷୀରେ ମଙ୍ଗଳବାର ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ପ୍ରାରମ୍ଭିକ ଫଳାଫଳ ଅନୁସାରେ ରିପବ୍ଲିକାନ୍ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଆଗରେ ରହିଛନ୍ତି।…
Read More...

ଟ୍ରମ୍ପଙ୍କୁ ପୁଣି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ପୁଣି ହତ୍ୟା ଉଦ୍ୟମ। ଫ୍ଲୋରିଡାରେ ସେ  ଗଲ୍ଫ ଖେଳୁଥିବାବେଳେ ଟ୍ରମ୍ପଙ୍କୁ ଗୁଳି କରି ହତ୍ୟା ଉଦ୍ୟମ ହୋଇଛି। ତେବେ ସେ ଅଳ୍ପକେ ବର୍ତ୍ତିଯାଇଛନ୍ତି।…
Read More...

ବୁଲେଟ ପ୍ରୁଫ୍‌ କାଚ ଭିତରେ ରହି ଭାଷଣ ଦେଲେ ଟ୍ରମ୍ପ, ମହିଳା ଅସୁସ୍ଥ ହେବାରୁ ଅଧାରୁ ବନ୍ଦ କଲେ ଶୋଭାଯାତ୍ରା

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ନଭେମ୍ବର ମାସରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ତଥା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଡେମୋକ୍ରାଟିକ ପାର୍ଟି…
Read More...

ଫେସନ ଶୋ’ ରାମ୍ପରେ ମୋଦୀ, ପୁଟିନ, ବାଇଡେନ, ଟ୍ରମ୍ପ ! ଦେଖନ୍ତୁ ଭିଡିଓ- କିପରି ଚାଲୁଛନ୍ତି ଏହି ବିଶ୍ଵସ୍ତରର ନେତା

ସମାଜ ଡିଜିଟାଲ ଡେସ୍କ: ଶୀର୍ଷକଟି ସାମାନ୍ୟ ଆଶ୍ଚର୍ଯ୍ୟ କରୁଥାଇପାରେ। ହେଲେ ଏକ ଭିଡିଓରେ ଏଭଳି କିଛି ହିଁ ଦେଖିବାକୁ ମିଳିଛି। ଯେଉଁଥିରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରୁଷ ରାଷ୍ଟ୍ରପତି ଭ୍ଲାଦିମିର…
Read More...

ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ

ନୂଆଦିଲ୍ଲୀ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ। ପେନସିଲଭାନିଆରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରଚାର ବେଳେ ଗୁଳିମାଡ ହୋଇଥିବା ସୂଚନା ମିଳିଛି। ଏଥିରେ ଟ୍ରମ୍ପ ଆହତ ହୋଇଛନ୍ତି। ତାଙ୍କ…
Read More...

ଟ୍ରମ୍ପ ନା ବାଇଡେନ ! ରୁଷର ପସନ୍ଦ କିଏ ?

ସମାଜ ଡିଜିଟାଲ ଡେସ୍କ: ଚଳିତବର୍ଷ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ବର୍ତ୍ତମାନର ରାଷ୍ଟ୍ରପତି ଜୋ ବାଇଡେନଙ୍କ ମଧ୍ୟରେ ବିତର୍କ ଜାରି ରହିଛି।…
Read More...

ପଶ୍ଚିମବଙ୍ଗରେ ହାରିଲେ ଟ୍ରମ୍ପଙ୍କ ଭଳି ଅବସ୍ଥା ହେବ; ପରସ୍ପରଙ୍କୁ ଆକ୍ଷେପ କରୁଛନ୍ତି ବିଜେପି ଓ ଟିଏମସି

ମହେଶ ଶର୍ମା କଲକାତା: ପଶ୍ଚିମବଙ୍ଗ ରାଜନୀତିରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନେଇ ଚର୍ଚ୍ଚା ଜୋର ଧରିବାରେ ଲାଗିଛି। ବିଜେପି ଏବଂ ଟିଏମସି ଟ୍ରମ୍ପଙ୍କୁ ନିର୍ବାଚନୀ ଅସ୍ତ୍ର କରିଛନ୍ତି। ଏଠାରେ…
Read More...

ଆମେରିକାରେ ଅରାଜକତା: ରାଜଧାନୀରେ ୧୫ ଦିନ ପାଇଁ ଜରୁରିକାଳୀନ ପରିସ୍ଥିତି ଘୋଷଣା, ହିଂସାରେ ୪ ମୃତ

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିର୍ବାଚନରେ ପରାଜିତ ହେବା ପରେ ବି କ୍ଷମତା ହସ୍ତାନ୍ତର କରିବାକୁ ଇଚ୍ଛୁକ ନାହାନ୍ତି, ଯେଉଁଥିପାଇଁ ଦେଶରେ ଏବେ ଅରାଜକତା ସୃଷ୍ଟି ହୋଇଛି। ଟ୍ରମ୍ପଙ୍କ ହଜାର ହଜାର…
Read More...

ମୋଦୀଙ୍କୁ ମିଳିଲା ସର୍ବୋଚ୍ଚ ଆମେରିକୀୟ ସମ୍ମାନ ‘ଲେଜିଅନ ଅଫ ମେରିଟ୍‌’

ୱାଶିଂଟନ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆମେରିକାର ସର୍ବୋଚ୍ଚ ସମ୍ମାନ ‘ଲେଜିଅନ ଅଫ ମେରିଟ୍‌’ରେ ସମ୍ମାନିତ କରାଯାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମୋଦୀଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି।…
Read More...